ଆଜି ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ; ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ଆଜି ପ୍ରବଳ ବର୍ଷା ହେବ। ଏଥି ସହିତ ପବନ ବି ବୋହିବ। ଏଥିପାଇଁ ୯ ଜିଲ୍ଲାକୁ ସତର୍କ ସୂଚନା ଜାରି କରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଏହି ସମୟରେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ଆଜି କାଳବୈଶାଖୀ ପ୍ରଭାବରେ ରାଜ୍ୟର ରାୟଗଡ଼ା, କନ୍ଧମାଳ, କୋରାପୁଟ, ନୟାଗଡ଼, ମୟୂରଭଂଜ, କେନ୍ଦୁଝର, ବରଗଡ଼, ସମ୍ବଲପୁର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ପବନ ବୋହିବା ସହିତ ଘଡଘଡ଼ି ମାରିବ। […]

Rakesh Mallick
  • Published: Monday, 30 April 2018
  • Updated: 30 April 2018, 04:59 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ଆଜି ପ୍ରବଳ ବର୍ଷା ହେବ। ଏଥି ସହିତ ପବନ ବି ବୋହିବ। ଏଥିପାଇଁ ୯ ଜିଲ୍ଲାକୁ ସତର୍କ ସୂଚନା ଜାରି କରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଏହି ସମୟରେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

ଆଜି କାଳବୈଶାଖୀ ପ୍ରଭାବରେ ରାଜ୍ୟର ରାୟଗଡ଼ା, କନ୍ଧମାଳ, କୋରାପୁଟ, ନୟାଗଡ଼, ମୟୂରଭଂଜ, କେନ୍ଦୁଝର, ବରଗଡ଼, ସମ୍ବଲପୁର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ପବନ ବୋହିବା ସହିତ ଘଡଘଡ଼ି ମାରିବ। ଏନେଇ  ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ରାତି ୮ଟା ପର୍ଯ୍ୟନ୍ତ ଏହି ସତର୍କ ସୂଚନା ଜାରି କରାଯାଇଛି। ଏହି ସମୟରେ ଭିତରେ ଘରୁ ନବାହାରିବାକୁ ପରାପର୍ଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story