ମଧ୍ୟାହ୍ନ ପର୍ଯ୍ୟନ୍ତ ଏହି ଜିଲ୍ଲା ଗୁଡ଼ିକରେ ହୋଇପାରେ ପ୍ରବଳ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଊଛି ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର। ତେବେ ଦିନ ୧୨ଟା ୧୫ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।  ଏହି ସମୟରେ ପବନ ଓ ଘଡ଼ଘଡ଼ି ସହ କୁଆପଥର ମାଡ଼  ହେବା ସମ୍ଭାବନା ରହିଛି।

rain

rain

Rakesh Mallick
  • Published: Sunday, 24 June 2018
  • Updated: 24 June 2018, 09:14 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଊଛି ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର। ତେବେ ଦିନ ୧୨ଟା ୧୫ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।  ଏହି ସମୟରେ ପବନ ଓ ଘଡ଼ଘଡ଼ି ସହ କୁଆପଥର ମାଡ଼  ହେବା ସମ୍ଭାବନା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos