ଆଜି କିଛି ସ୍ଥାନରେ ହୋଇପାରେ କାଳବୈଶାଖୀ; ପବନର ବେଗ ରହିବ ୫୦ରୁ ୬୦ କି.ମି.

<p>ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଆଜି କାଳବୈଶାଖୀ ଯୋଗୁଁ ତାତି କମିବାର ସମ୍ଭାବନା ରହିଛି। &nbsp;କିଛି ସ୍ଥାନରେ ଘଡ଼ଘଡ଼ି ସହିତ କୁଆପଥର ବୃଷ୍ଟି ହେବାର ମଧ୍ୟ&nbsp; ସମ୍ଭାବନା ଅଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ରହିବ। ଆସନ୍ତା ଦୁଇଦିନ ଉପକୂଳ ଓ ଉତ୍ତର ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଅଛି। ଓଡ଼ିଶାକୁ&nbsp; ଦକ୍ଷିଣ-ପଶ୍ଚିମ ଦିଗରୁ ବାୟୁ ପ୍ରବାହିତ ହେଉଛି। ୫ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ରହିବ। ଏହାପରେ ପୁଣି ତାପମାତ୍ରା ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।</p>

Ordigital Desk
  • Published: Saturday, 31 March 2018
  • Updated: 31 March 2018, 07:44 AM IST

Sports

Latest News

<p>ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଆଜି କାଳବୈଶାଖୀ ଯୋଗୁଁ ତାତି କମିବାର ସମ୍ଭାବନା ରହିଛି। &nbsp;କିଛି ସ୍ଥାନରେ ଘଡ଼ଘଡ଼ି ସହିତ କୁଆପଥର ବୃଷ୍ଟି ହେବାର ମଧ୍ୟ&nbsp; ସମ୍ଭାବନା ଅଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ରହିବ। ଆସନ୍ତା ଦୁଇଦିନ ଉପକୂଳ ଓ ଉତ୍ତର ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଅଛି। ଓଡ଼ିଶାକୁ&nbsp; ଦକ୍ଷିଣ-ପଶ୍ଚିମ ଦିଗରୁ ବାୟୁ ପ୍ରବାହିତ ହେଉଛି। ୫ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ରହିବ। ଏହାପରେ ପୁଣି ତାପମାତ୍ରା ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos