ମାଟି ଅତଡ଼ା ଖସିଲା, ପାଣିରେ ଫସି ରହିଛି ଟ୍ରେନ୍‌

<p>ରାୟଗଡ଼ା(ଓଡ଼ିଶା ରିପୋର୍ଟର): ଲଘୁଚାପ ବର୍ଷାର ପ୍ରଭାବ ଟ୍ରେନ୍&zwnj; ସେବା ଉପରେ ମଧ୍ୟ ପଡ଼ିଛି। ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ଅଞ୍ଚଳରେ ମାଟି ଅତଡ଼ା ଖସିବାରୁ ଟ୍ରେନ୍ ସେବା ବ୍ୟାହତ ହୋଇଛି।&nbsp; ରାୟଗଡ଼ା-କୋରାପୁଟ ଓ ରାଉଳି-ଲେଲିଗୁମା ମଧ୍ୟରେ ମାଟି ଅତଡ଼ା ଖସିବାରୁ ଭାଲୁମୁସ୍କା ଷ୍ଟେସନ୍&zwnj;ରେ ହୀରାଖଣ୍ଡ ଏକ୍ସପ୍ରେସ୍ ଅଟକି ରହିଛି। ସେହିପରି ଟିକିରି ଷ୍ଟେସନ୍&zwnj;ରେ କୋରାପୁଟ୍-ବିଶାଖାପାଟଣା DMU ଅଟକି ରହିଛି।</p>

Ordigital Desk
  • Published: Saturday, 21 July 2018
  • Updated: 21 July 2018, 11:25 AM IST
<p>ରାୟଗଡ଼ା(ଓଡ଼ିଶା ରିପୋର୍ଟର): ଲଘୁଚାପ ବର୍ଷାର ପ୍ରଭାବ ଟ୍ରେନ୍&zwnj; ସେବା ଉପରେ ମଧ୍ୟ ପଡ଼ିଛି। ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ଅଞ୍ଚଳରେ ମାଟି ଅତଡ଼ା ଖସିବାରୁ ଟ୍ରେନ୍ ସେବା ବ୍ୟାହତ ହୋଇଛି।&nbsp; ରାୟଗଡ଼ା-କୋରାପୁଟ ଓ ରାଉଳି-ଲେଲିଗୁମା ମଧ୍ୟରେ ମାଟି ଅତଡ଼ା ଖସିବାରୁ ଭାଲୁମୁସ୍କା ଷ୍ଟେସନ୍&zwnj;ରେ ହୀରାଖଣ୍ଡ ଏକ୍ସପ୍ରେସ୍ ଅଟକି ରହିଛି। ସେହିପରି ଟିକିରି ଷ୍ଟେସନ୍&zwnj;ରେ କୋରାପୁଟ୍-ବିଶାଖାପାଟଣା DMU ଅଟକି ରହିଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos