ଦୁଇ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର (ଓଡ଼ିଶା ରିପୋର୍ଟର): ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଦେଇଥିବା ଦୁଇ ଜଣ ଛାତ୍ରୀ ଗତକାଲି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେମାନେ ଫେଲ୍‌ ହୋଇଥିବା ଜାଣି ଏପରି କରିଥିବା ଅଭିଯୋଗ ହେଉଛି। ଏପରି ଅଭାବନୀୟ ଘଟଣା ବାଲେଶ୍ୱର ଜିଲ୍ଲା ସୋର ଥାନା ଅଞ୍ଚଳରେ ଘଟିଛି। ଗୁରୁତର ଅବସ୍ଥାରେ ସେମାନଙ୍କୁ ଉଦ୍ଧାର କରାଯାଇ ସୋର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଚଳିତବର୍ଷ ଛାତ୍ରୀ ଜଣକ ସୋର ଉପେନ୍ଦ୍ରନାଥ କଲେଜରେ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଦେଇଥିଲେ। ଗତକାଲି ପରୀକ୍ଷା […]

two scince student suicide attampt in soro

Rakesh Mallick
  • Published: Sunday, 20 May 2018
  • Updated: 20 May 2018, 05:43 AM IST

Sports

Latest News

ସୋର (ଓଡ଼ିଶା ରିପୋର୍ଟର): ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଦେଇଥିବା ଦୁଇ ଜଣ ଛାତ୍ରୀ ଗତକାଲି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେମାନେ ଫେଲ୍‌ ହୋଇଥିବା ଜାଣି ଏପରି କରିଥିବା ଅଭିଯୋଗ ହେଉଛି। ଏପରି ଅଭାବନୀୟ ଘଟଣା ବାଲେଶ୍ୱର ଜିଲ୍ଲା ସୋର ଥାନା ଅଞ୍ଚଳରେ ଘଟିଛି। ଗୁରୁତର ଅବସ୍ଥାରେ ସେମାନଙ୍କୁ ଉଦ୍ଧାର କରାଯାଇ ସୋର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଚଳିତବର୍ଷ ଛାତ୍ରୀ ଜଣକ ସୋର ଉପେନ୍ଦ୍ରନାଥ କଲେଜରେ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଦେଇଥିଲେ। ଗତକାଲି ପରୀକ୍ଷା ଫଳ ପ୍ରକାଶ ପାଇଥିବା ପରେ ଫେଲ୍‌ ହୋଇଥିବା ଜାଣି ବିଷ ପିଇଦେଇଥିଲେ। ପରିବାର ଲୋକେ ତାଙ୍କୁ ସୋର ଗୋଷ୍ଠୀ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡ଼ିଛି।

ସୋର ପଠାଣପଡ଼ା ଅଞ୍ଚଳରେ ଜଣେ ଛାତ୍ରୀ ଗତକାଲି ବାଇଗଣ ବାଡିକୁ ଯାଇ ବିଷ ପିଇଦେଇଥିଲେ। ପରିବାର ଲୋକେ ତାଙ୍କୁ ମେଡ଼ିକାଲରେ ଭର୍ତ୍ତି କରିଥିଲେ। ଛାତ୍ରୀ ଜଣକ ତଳନଗର ବିଜ୍ଞାନ କଲେଜରେ ପଢ଼ୁଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story