ଉତ୍ତର ଓଡ଼ିଶାରେ ହୋଇପାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇଛି। କିନ୍ତୁ ଅନ୍ୟପଟେ  ମଧ୍ୟପ୍ରଦେଶରୁ ଛତିଶଗଡ, ଝାଡଖଣ୍ଡ, ପଶ୍ଚିମବଙ୍ଗ ଦିଘା ଦେଇ ପୂର୍ବ କେନ୍ଦ୍ରୀୟ ବଙ୍ଗେ।ପସାଗର ପର୍ଯ୍ୟନ୍ତ ଏକ ଟ୍ରପଲାଇନ ରହିଛି। ଏହାର ପ୍ରଭାବରେ ଉତ୍ତର ଓଡିଶା ଏବଂ ଦକ୍ଷିଣ ଓଡିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏପରି ପାଗ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଲାଗି ରହିବା ସହ ୨୫ ତାରିଖରୁ […]

rainn

rainn

Rakesh Mallick
  • Published: Wednesday, 22 July 2015
  • Updated: 22 July 2015, 02:04 AM IST

Sports

Latest News

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇଛି। କିନ୍ତୁ ଅନ୍ୟପଟେ  ମଧ୍ୟପ୍ରଦେଶରୁ ଛତିଶଗଡ, ଝାଡଖଣ୍ଡ, ପଶ୍ଚିମବଙ୍ଗ ଦିଘା ଦେଇ ପୂର୍ବ କେନ୍ଦ୍ରୀୟ ବଙ୍ଗେ।ପସାଗର ପର୍ଯ୍ୟନ୍ତ ଏକ ଟ୍ରପଲାଇନ ରହିଛି। ଏହାର ପ୍ରଭାବରେ ଉତ୍ତର ଓଡିଶା ଏବଂ ଦକ୍ଷିଣ ଓଡିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ତେବେ ଏପରି ପାଗ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଲାଗି ରହିବା ସହ ୨୫ ତାରିଖରୁ ଅଧିକ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos