ସାରା ରାଜ୍ୟରେ ଉତ୍କଳ ଦିବସର ଧୂମ

କଟକ: (ଓଡ଼ିଶା ରିପୋର୍ଟର): ଆଜି ଉତ୍କଳ ଦିବସ।  ଓଡ଼ିଶାର ଜନ୍ମଦିନ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ୮୨ ପୂର୍ତ୍ତି ଅବସରରେ ‌ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଭୁବନେଶ୍ୱର ଉତ୍କଳ ମଣ୍ଡପରେ ବାଚସ୍ପତି ପ୍ରଦୀପ ଅମାତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ଉତ୍କଳର ବରପୁତ୍ରମାନଙ୍କ ସ୍ମୃତିଚାରଣ କରିଛନ୍ତି।

Previous ArticleNext Article

Send this to a friend