ରାଜଧାନୀରେ ଉପରାଷ୍ଟ୍ରପତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରେ ଆଜି ଆସି ପହଞ୍ଚିଛନ୍ତି ଉପରାଷ୍ଟ୍ରପତି ଏମ୍.ଭେଙ୍କେୟା ନାଇଡୁ। ରାଜ୍ୟପାଳ ଏସ୍.ସି. ଜମିର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା ପ୍ରମୁଖ ତାଙ୍କୁ ବିମାନ ବନ୍ଦରରେ ସ୍ୱାଗତ ଜଣାଇଥିଲେ। ସେଠାରୁ ଉପରାଷ୍ଟ୍ରପତି ରାଜଭବନକୁ ଯାଇଛନ୍ତି। ଆସନ୍ତାକାଲି ଭୁବନେଶ୍ୱରରେ ଏକ ଘରୋଇ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା ପାଇଁ ଭେଙ୍କେୟା ଭୁବନେଶ୍ୱର ଆସିଛନ୍ତି। ଆସନ୍ତାକାଲି କାର୍ଯ୍ରକ୍ରମ ସମାପନ ପରେ ପୁଣି ସ୍ୱତନ୍ତ୍ର ବିମାନ ଯୋଗେ ସେ ଦିଲ୍ଲୀ ଫେରିଯିବାର […]

vp

vp

Rakesh Mallick
  • Published: Friday, 10 November 2017
  • Updated: 11 November 2017, 10:32 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରେ ଆଜି ଆସି ପହଞ୍ଚିଛନ୍ତି ଉପରାଷ୍ଟ୍ରପତି ଏମ୍.ଭେଙ୍କେୟା ନାଇଡୁ। ରାଜ୍ୟପାଳ ଏସ୍.ସି. ଜମିର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା ପ୍ରମୁଖ ତାଙ୍କୁ ବିମାନ ବନ୍ଦରରେ ସ୍ୱାଗତ ଜଣାଇଥିଲେ। ସେଠାରୁ ଉପରାଷ୍ଟ୍ରପତି ରାଜଭବନକୁ ଯାଇଛନ୍ତି। ଆସନ୍ତାକାଲି ଭୁବନେଶ୍ୱରରେ ଏକ ଘରୋଇ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା ପାଇଁ ଭେଙ୍କେୟା ଭୁବନେଶ୍ୱର ଆସିଛନ୍ତି। ଆସନ୍ତାକାଲି କାର୍ଯ୍ରକ୍ରମ ସମାପନ ପରେ ପୁଣି ସ୍ୱତନ୍ତ୍ର ବିମାନ ଯୋଗେ ସେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos