ବିଲ୍‌ ପାସ୍‌ ପାଇଁ ଲାଞ୍ଚ ନେଉଥିଲେ, ଧରାପଡ଼ିଲେ

ବାରିପଦା (ମାନିକଲାଲ ପାଣି): ବିଲ୍‌ ପାସ୍‌ ପାଇଁ ଲାଞ୍ଚ ନେଉଥିବା ବେଳେ ଆଜି ଧରାପଡ଼ିଲେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ରମେଶ ଚନ୍ଦ୍ର ବେହେରା। ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଗିରଫ କରିବା ସହିତ ଟଙ୍କା ଜବତ କରିଛନ୍ତି। ଏପରିକି ତାଙ୍କ ଘରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ କରିଥିବା ଜଣାପଡ଼ିଛି। ମୟୂରଭଞ୍ଜ ଜିଲ୍ଲା ଗୋପବନ୍ଧୁନଗର ବ୍ଲକ ଭକ୍ତାଗାଁ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ହେଉଛନ୍ତି ରମେଶ ଚନ୍ଦ୍ର ବେହେରା। ସେ ସାନ ଗଡ଼ିଆ ଗାଁର ଏକ ରାସ୍ତା କାମ ବିଲ୍‌ ପାସ୍‌ […]

vigilance arrwst vlw

vigilance arrwst vlw

Rakesh Mallick
  • Published: Wednesday, 16 May 2018
  • Updated: 16 May 2018, 06:42 PM IST

Sports

Latest News

ବାରିପଦା (ମାନିକଲାଲ ପାଣି): ବିଲ୍‌ ପାସ୍‌ ପାଇଁ ଲାଞ୍ଚ ନେଉଥିବା ବେଳେ ଆଜି ଧରାପଡ଼ିଲେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ରମେଶ ଚନ୍ଦ୍ର ବେହେରା। ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଗିରଫ କରିବା ସହିତ ଟଙ୍କା ଜବତ କରିଛନ୍ତି। ଏପରିକି ତାଙ୍କ ଘରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ କରିଥିବା ଜଣାପଡ଼ିଛି।

ମୟୂରଭଞ୍ଜ ଜିଲ୍ଲା ଗୋପବନ୍ଧୁନଗର ବ୍ଲକ ଭକ୍ତାଗାଁ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ହେଉଛନ୍ତି ରମେଶ ଚନ୍ଦ୍ର ବେହେରା। ସେ ସାନ ଗଡ଼ିଆ ଗାଁର ଏକ ରାସ୍ତା କାମ ବିଲ୍‌ ପାସ୍‌ କରାଇଦେବା ପାଇଁ  ଗ୍ରାମ ସଂଯୋଜକ ସୁଦର୍ଶନ ନାୟକଙ୍କୁ ୮୦୦୦ ଟଙ୍କା ଲାଞ୍ଚ ମାଗିଥିଲେ। ଏ ନେଇ ଭିଲାନ୍ସରେ ଅଭିଯୋଗ ହୋଇଥିଲା। ଯୋଜନା ମୁତାବକ ସୁଦର୍ଶନ ଲାଞ୍ଚ ବାବଦକୁ ୪୦୦୦ ଟଙ୍କା ଦେଉଥିବା ବେଳେ ସାଦା ପୋଷାକରେ ଉପସ୍ଥିତ ଥିବା ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଗିରଫ କରିଥିଲେ। ଏପରି ଲାଞ୍ଚ ଟଙ୍କା ଜବତ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story