ଲାଞ୍ଚ ନେଉଥିଲା ବେଳେ ଧରାପଡ଼ିଲେ

ନୟାଗଡ଼ (ସତ୍ୟନାରାୟଣ ସୁରଜଗଦେବ): ମ୍ୟାଲେରିଆ ଦମକ କାର୍ଯ୍ୟକ୍ରମରେ ନିୟୋଜିତ କର୍ମଚାରୀଙ୍କଠାରୁ ଜଣେ ଆକାଉଣ୍ଟାଣ୍ଟ ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଥିଲେ। ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଗିରଫ କରିବା ସହିତ ଟଙ୍କା ଜବତ କରିଛନ୍ତି। ନୟାଗଡ଼ ଜିଲ୍ଲାରେ ଏପରି ଘଟଣା ଘଟିଛି। ନୟାଗଡ଼ ଜିଲ୍ଲାରେ ମ୍ୟାଲେରିଆ ଦମନ କାର୍ଯ୍ୟକ୍ରମ ଚାଲିଛି। ଏଥିରେ ବହୁ ସ୍ୱେଚ୍ଛାସେବୀ ନିୟୋଜିତ ହୋଇଛନ୍ତି। ସେମାନଙ୍କ ବିଲ୍‌ କରାଇଦେବା ପାଇଁ ଜଣେ ପୁରୁଷ ସ୍ୱାସ୍ଥା କର୍ମୀଙ୍କଠାରୁ ମଧ୍ୟଖଣ୍ଡ ସିଏଚ୍‌ସି ଆକାଉଣ୍ଟାଣ୍ଟ ପ୍ରଦୀପ କୁମାର ଆଚାର୍ଯ୍ୟ ୧୦,୦୦୦ ଟଙ୍କା […]

vigilance arrest accounted

vigilance arrest accounted

Rakesh Mallick
  • Published: Monday, 21 May 2018
  • Updated: 21 May 2018, 04:15 PM IST

Sports

Latest News

ନୟାଗଡ଼ (ସତ୍ୟନାରାୟଣ ସୁରଜଗଦେବ): ମ୍ୟାଲେରିଆ ଦମକ କାର୍ଯ୍ୟକ୍ରମରେ ନିୟୋଜିତ କର୍ମଚାରୀଙ୍କଠାରୁ ଜଣେ ଆକାଉଣ୍ଟାଣ୍ଟ ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଥିଲେ। ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଗିରଫ କରିବା ସହିତ ଟଙ୍କା ଜବତ କରିଛନ୍ତି। ନୟାଗଡ଼ ଜିଲ୍ଲାରେ ଏପରି ଘଟଣା ଘଟିଛି।

ନୟାଗଡ଼ ଜିଲ୍ଲାରେ ମ୍ୟାଲେରିଆ ଦମନ କାର୍ଯ୍ୟକ୍ରମ ଚାଲିଛି। ଏଥିରେ ବହୁ ସ୍ୱେଚ୍ଛାସେବୀ ନିୟୋଜିତ ହୋଇଛନ୍ତି। ସେମାନଙ୍କ ବିଲ୍‌ କରାଇଦେବା ପାଇଁ ଜଣେ ପୁରୁଷ ସ୍ୱାସ୍ଥା କର୍ମୀଙ୍କଠାରୁ ମଧ୍ୟଖଣ୍ଡ ସିଏଚ୍‌ସି ଆକାଉଣ୍ଟାଣ୍ଟ ପ୍ରଦୀପ କୁମାର ଆଚାର୍ଯ୍ୟ ୧୦,୦୦୦ ଟଙ୍କା ଲାଞ୍ଚ ନେଉଥିଲେ। ଏହି ସମୟରେ ସାଦା ପୋଷାକରେ ଉପସ୍ଥିତ ଭିଜିଲାନ୍ସ ଅଧିକାରୀମାନେ ତାଙ୍କଠାରୁ ଟଙ୍କା ଜବତ କରିବା ସହିତ ତାଙ୍କୁ ଗିରଫ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story