ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର ଉପନିର୍ବାହୀ ଯନ୍ତ୍ରୀ

<p>ଭଦ୍ରକ (ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଦ୍ରକ ଜିଲ୍ଲା ସାଳନ୍ଦୀ ଡିଭିଜନ୍&zwnj;ର ଜଳସେଚନ ବିଭାଗ ଉପନିର୍ବାହୀ ଯନ୍ତ୍ରୀ କମଳାକାନ୍ତ ବେହେରାଙ୍କ ଘରେ ଭିଜିଲାନ୍ସ &nbsp;ଚଢାଉ କରିଛି। କମଳାକାନ୍ତଙ୍କ ଗବସାହି ସ୍ଥିତ ବାସଭବନ, ରାହାଞ୍ଜରେ ପୈତୃକ ଘର, ଭଦ୍ରକ ସ୍ଥିତ କାର୍ଯ୍ୟାଳୟ ଏବଂ ମୟୂରଭଞ୍ଜ ମୋରଡ଼ାରେ ଶ୍ୱଶୂର ଘରେ ୪ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି। &nbsp;ଚଢାଉ ଅବ୍ୟାହତ ରହିଥିବା ବେଳେ ତାଙ୍କ ବାସ ଭବନରୁ ନଗଦ ୩୮ ହଜାର ୧୦୦ ଟଙ୍କା ଏବଂ ୮ ଗୋଟି ବ୍ୟାଙ୍କର ୧୩ ଗୋଟି ପାସବୁକ ଜବତ ହୋଇଛି।</p>

Ordigital Desk
  • Published: Tuesday, 13 March 2018
  • Updated: 13 March 2018, 11:34 AM IST
<p>ଭଦ୍ରକ (ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଦ୍ରକ ଜିଲ୍ଲା ସାଳନ୍ଦୀ ଡିଭିଜନ୍&zwnj;ର ଜଳସେଚନ ବିଭାଗ ଉପନିର୍ବାହୀ ଯନ୍ତ୍ରୀ କମଳାକାନ୍ତ ବେହେରାଙ୍କ ଘରେ ଭିଜିଲାନ୍ସ &nbsp;ଚଢାଉ କରିଛି। କମଳାକାନ୍ତଙ୍କ ଗବସାହି ସ୍ଥିତ ବାସଭବନ, ରାହାଞ୍ଜରେ ପୈତୃକ ଘର, ଭଦ୍ରକ ସ୍ଥିତ କାର୍ଯ୍ୟାଳୟ ଏବଂ ମୟୂରଭଞ୍ଜ ମୋରଡ଼ାରେ ଶ୍ୱଶୂର ଘରେ ୪ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି। &nbsp;ଚଢାଉ ଅବ୍ୟାହତ ରହିଥିବା ବେଳେ ତାଙ୍କ ବାସ ଭବନରୁ ନଗଦ ୩୮ ହଜାର ୧୦୦ ଟଙ୍କା ଏବଂ ୮ ଗୋଟି ବ୍ୟାଙ୍କର ୧୩ ଗୋଟି ପାସବୁକ ଜବତ ହୋଇଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos