ଭିଜିଲାନ୍ସ ଜାଲରେ ଜଳ ସେଚନ ବିଭାଗର ଦୁଇ ଅଧିକାରୀ

ବରଗଡ଼(ଦୀପକ ଶର୍ମା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ରେତ ପ୍ରକଳ୍ପ ସହକାରୀ ଯନ୍ତ୍ରୀ ରସାନନ୍ଦ ମାଝୀ ଓ ରେଙ୍ଗାଲି କେନାଲ ସବ୍ ଡିଭିଜନର ସହକାରୀ ଯନ୍ତ୍ରୀ ଘନଶ୍ୟାମ ସେଠ୍‌ଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଉଭୟ ଅଧିକାରୀଙ୍କ ବାସଭବନ ସହିତ ଭିନ୍ନ ଭିନ୍ନ ସ୍ଥାନରେ ଥିବା ସେମାନଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢାଉ କରାଯାଇଛି।

ଭିଜିଲାନ୍ସର ୫ଟି ଟିମ୍‌ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି।

Previous ArticleNext Article

Send this to a friend