ଗାଁ ସଭାପତିଙ୍କୁ ଗୁଳିମାଡ଼

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ବାଲିମି ଥାନା ଅନ୍ତର୍ଗତ ରଞ୍ଜାଗୋଳ ଗାଁ ସଭାପତିଙ୍କୁ ଗୁଳିମାଡ଼ ହୋଇଛି। ତାଙ୍କ ନାଁ ଲିଙ୍ଗରାଜ ସାହୁ। ଆଜି ସକାଳେ ଲିଙ୍ଗରାଜ ଖଜୁରିଆକଟା ହାଟକୁ ଯାଇଥିଲେ। ତେବେ ବଜାର ଛକରେ କିଛି ଦୁର୍ବୃତ୍ତ ତାଙ୍କୁ ଲୁହା ରଡ୍‌ରେ ଆକ୍ରମଣ କରିବା ସହ ଗୁଳିମାଡ଼ କରିଥିଲେ। ଲିଙ୍ଗରାଜଙ୍କ ଦୁଇଟି ଯାକ ଗୋଡ଼ରେ ଗୁଳି ବାଜିଛି। ଲିଙ୍ଗରାଜଙ୍କୁ ପ୍ରଥମେ ଗୁରୁତର ଅବସ୍ଥାରେ ଖଜୁରିଆକଟା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ […]

DKL

DKL

Rakesh Mallick
  • Published: Friday, 06 July 2018
  • Updated: 06 July 2018, 11:20 AM IST

Sports

Latest News

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ବାଲିମି ଥାନା ଅନ୍ତର୍ଗତ ରଞ୍ଜାଗୋଳ ଗାଁ ସଭାପତିଙ୍କୁ ଗୁଳିମାଡ଼ ହୋଇଛି। ତାଙ୍କ ନାଁ ଲିଙ୍ଗରାଜ ସାହୁ।

ଆଜି ସକାଳେ ଲିଙ୍ଗରାଜ ଖଜୁରିଆକଟା ହାଟକୁ ଯାଇଥିଲେ। ତେବେ ବଜାର ଛକରେ କିଛି ଦୁର୍ବୃତ୍ତ ତାଙ୍କୁ ଲୁହା ରଡ୍‌ରେ ଆକ୍ରମଣ କରିବା ସହ ଗୁଳିମାଡ଼ କରିଥିଲେ। ଲିଙ୍ଗରାଜଙ୍କ ଦୁଇଟି ଯାକ ଗୋଡ଼ରେ ଗୁଳି ବାଜିଛି।

ଲିଙ୍ଗରାଜଙ୍କୁ ପ୍ରଥମେ ଗୁରୁତର ଅବସ୍ଥାରେ ଖଜୁରିଆକଟା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଘଟଣା ଘଟିଥିବା ଢେଙ୍କାନାଳ ଏସ୍‌ପି ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story