ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଜିଲ୍ଲା ଗୁଣ୍ଡୁରାପଶି ଗାଁରେ କାନ୍ଥ ପଡ଼ି ଜଣେ ଶିଶୁକନ୍ୟାର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି।</p> <p>ତା’ ନାଁ ଇତିଶ୍ରୀ ଭୋଇ। ବୟସ ତିନି ବର୍ଷ।</p> <p>ଗତକାଲି ରାତିରେ ଇତିଶ୍ରୀ ମା’ ପାଖରେ ଶୋଇଥିବା ବେଳେ କାନ୍ଥ ପଡ଼ି ଯାଇଥିଲା। ମା’ ଅଳ୍ପକେ ବଞ୍ଚି ଯାଇଥିବା ବେଳେ ଶିଶୁକନ୍ୟାର ମୃତ୍ୟୁ ହୋଇଥିଲା।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।