ପ୍ରବଳ ବର୍ଷିବ, ବଜ୍ରପାତ ହେବ: ୧୫ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହାସହ ବଜ୍ରପାତର ମଧ୍ୟ ଆଶଙ୍କା ରହିଛି। ଏଣୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡିକ ହେଲା- ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଭଦ୍ରକ, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଓ ମାଲକାନଗିରି। ଏହି ସବୁ ଜିଲ୍ଲାର ଲୋକଙ୍କୁ ଦିନ ସାଢ଼େ ୧୨ଟା ପର୍ଯ୍ୟନ୍ତ ସତର୍କ […]

Rain

Rain

Rakesh Mallick
  • Published: Monday, 16 July 2018
  • Updated: 16 July 2018, 09:21 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହାସହ ବଜ୍ରପାତର ମଧ୍ୟ ଆଶଙ୍କା ରହିଛି। ଏଣୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡିକ ହେଲା- ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଭଦ୍ରକ, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଓ ମାଲକାନଗିରି। ଏହି ସବୁ ଜିଲ୍ଲାର ଲୋକଙ୍କୁ ଦିନ ସାଢ଼େ ୧୨ଟା ପର୍ଯ୍ୟନ୍ତ ସତର୍କ ରହିବାକୁ କୁହାଯାଇଛି।

ଗତକାଲି ରାତିରୁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos