ସାଢ଼େ ଗୋଟାଏ ଯାଏଁ ସାବଧାନ

ଭୁବନେଶ୍ୱର(ଓଡିଶା ରିପୋର୍ଟର): ୧୪ ଜିଲାରେ କାଳବୈଶାଖୀ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନା କରିଛି। ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, ମାଲକାନଗିରି, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ଆଜି ରାତିରେ କୁଆପଥର ବୃଷ୍ଟି ସହ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ରାତି ସାଢେ ୧ଟା ମଧ୍ୟରେ ଏଭଳି ସ୍ଥିତିର ଆଶଙ୍କା ରହିଛି।

Previous ArticleNext Article

Send this to a friend