ଦୁଇ ଛୁଆଙ୍କୁ ମାରି ମାଆର ଆତ୍ମହତ୍ୟା!

ପାଟଣାଗଡ଼ (ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ କପାଣି ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣଙ୍କ ଘରୁ ୩ଟି ଶବ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ତାଙ୍କ ପୁଅଝିଅ ଅଛନ୍ତି। ପୁଅର ବୟସ ୨ ବର୍ଷ ହୋଇଥିବା ବେଳେ ଝିଅକୁ ୭ ବର୍ଷ। ପାରିବାରିକ କଳହରୁ ମହିଳା ଜଣଙ୍କ ଦୁଇ ପିଲାଙ୍କୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତ୍ୟୁର କାରଣ ସ୍ପଷ୍ଟ […]

images

images

Rakesh Mallick
  • Published: Monday, 02 April 2018
  • Updated: 02 April 2018, 12:56 PM IST

Sports

Latest News

ପାଟଣାଗଡ଼ (ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ କପାଣି ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣଙ୍କ ଘରୁ ୩ଟି ଶବ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ତାଙ୍କ ପୁଅଝିଅ ଅଛନ୍ତି। ପୁଅର ବୟସ ୨ ବର୍ଷ ହୋଇଥିବା ବେଳେ ଝିଅକୁ ୭ ବର୍ଷ।

bolangiri1ପାରିବାରିକ କଳହରୁ ମହିଳା ଜଣଙ୍କ ଦୁଇ ପିଲାଙ୍କୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ।

ସବିଶେଷ ରିପୋର୍ଟକୁ ଅପେକ୍ଷା କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos