ବୁଦାମୂଳରୁ ମହିଳାଙ୍କ ମୃତଦେହ ଉଦ୍ଧାର: ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

ବ୍ରହ୍ମପୁର (ଜଗନ୍ନାଥ ସାହୁ): ଯୌନ ରାକ୍ଷସଙ୍କ ଉତ୍ପାତ ଦିନକୁ ଦିନ ବଢିବାରେ ଲାଗିଛି। ଏହି ରାକ୍ଷସଙ୍କ ପାଇଁ କେତେ ନାବାଳିକା ଓ ମହିଳା ଦୁଷ୍କର୍ମର ଶିକାର ହେଉଛନ୍ତି। ଆଉ କେତେକ ନିଜ ଜୀବନ ହରାଉଛନ୍ତି। ଆଜି ପୁଣି ଜଣେ ମହିଳାଙ୍କୁ  ଦୁଷ୍କର୍ମ ପରେ ହତ୍ୟା କରାଯିବାର ଅଭିଯୋଗ ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଗୋଳନ୍ଥରାରେ। ଜଣେ ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଗୋଳନ୍ଥରା ଥାନା ରାଳବରୋଡ ନିକଟ ଆଶ୍ରମ […]

raped

raped

Rakesh Mallick
  • Published: Tuesday, 19 June 2018
  • Updated: 19 June 2018, 03:04 PM IST

Sports

Latest News

ବ୍ରହ୍ମପୁର (ଜଗନ୍ନାଥ ସାହୁ): ଯୌନ ରାକ୍ଷସଙ୍କ ଉତ୍ପାତ ଦିନକୁ ଦିନ ବଢିବାରେ ଲାଗିଛି। ଏହି ରାକ୍ଷସଙ୍କ ପାଇଁ କେତେ ନାବାଳିକା ଓ ମହିଳା ଦୁଷ୍କର୍ମର ଶିକାର ହେଉଛନ୍ତି। ଆଉ କେତେକ ନିଜ ଜୀବନ ହରାଉଛନ୍ତି। ଆଜି ପୁଣି ଜଣେ ମହିଳାଙ୍କୁ  ଦୁଷ୍କର୍ମ ପରେ ହତ୍ୟା କରାଯିବାର ଅଭିଯୋଗ ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଗୋଳନ୍ଥରାରେ।

ଜଣେ ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଗୋଳନ୍ଥରା ଥାନା ରାଳବରୋଡ ନିକଟ ଆଶ୍ରମ ପଛପଟ ବୁଦା ମୂଳରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପୋଲିସ୍‌ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story