ଆଜି କ୍ରୀଡା ଦିବସ: କ୍ରୀଡ଼ାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଦିଆଯିବ ଖେଳରତ୍ନ, ଅର୍ଜୁନ ଓ ଦ୍ରୋଣାଚାର୍ଯ୍ୟ ପୁରସ୍କାର

ନୂଆଦିଲ୍ଲୀ (ଓଡ଼ିଶା ରିପୋର୍ଟର): ଆଜି ହକିର ଯାଦୁଗର ଧ୍ୟାନଚାନ୍ଦଙ୍କ ଜନ୍ମଦିନ। ଭାରତୀୟ ହକି ପ୍ରତି ତାଙ୍କର ଅବଦାନକୁ ମନେପକାଇ ଏହି ଦିନକୁ ଜାତୀୟ କ୍ରୀଡ଼ା ଦିବସ ରୂପେ ପାଳନ କରୁଛି ସାରା ଦେଶ। ଏହି ଅବସରରେ ଦିଲ୍ଲୀର ମେଜର ଧ୍ୟାନଚାନ୍ଦ ଜାତୀୟ ଷ୍ଟାଡିୟମ୍‌ରେ ଆୟୋଜିତ ଉତ୍ସବରେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ବିଜୟ ଗୋଏଲ୍ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ହକିର କିମ୍ବଦନ୍ତୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଅନ୍ୟପଟେ ଆଜି ସଂଧ୍ୟାରେ ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ […]

Rakesh Mallick
  • Published: Tuesday, 29 August 2017
  • Updated: 29 August 2017, 03:53 PM IST

ନୂଆଦିଲ୍ଲୀ (ଓଡ଼ିଶା ରିପୋର୍ଟର): ଆଜି ହକିର ଯାଦୁଗର ଧ୍ୟାନଚାନ୍ଦଙ୍କ ଜନ୍ମଦିନ। ଭାରତୀୟ ହକି ପ୍ରତି ତାଙ୍କର ଅବଦାନକୁ ମନେପକାଇ ଏହି ଦିନକୁ ଜାତୀୟ କ୍ରୀଡ଼ା ଦିବସ ରୂପେ ପାଳନ କରୁଛି ସାରା ଦେଶ। ଏହି ଅବସରରେ ଦିଲ୍ଲୀର ମେଜର ଧ୍ୟାନଚାନ୍ଦ ଜାତୀୟ ଷ୍ଟାଡିୟମ୍‌ରେ ଆୟୋଜିତ ଉତ୍ସବରେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ବିଜୟ ଗୋଏଲ୍ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ହକିର କିମ୍ବଦନ୍ତୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।

ଅନ୍ୟପଟେ ଆଜି ସଂଧ୍ୟାରେ ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ କ୍ରୀଡ଼ା କ୍ଷେତ୍ରରେ ସଫଳତା ହାସଲ କରିଥିବା ୨୯ ଜଣଙ୍କୁ ସମ୍ମାନିତ କରାଯିବ। ଯେଉଁଥିରେ ଖେଳରତ୍ନ, ଅର୍ଜୁନ ଓ ଦ୍ରୋଣାଚାର୍ଯ୍ୟ ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି। ଅନ୍ୟପଟେ ରାଜ୍ୟରେ ମଧ୍ୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। କ୍ରୀଡ଼ା କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ବିଭିନ୍ନ ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ ସହ ପୁରସ୍କୃତ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story