୮ ନଭେମ୍ବର,ବୁଧବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କୁ ମିଳିପାରେ ଉପହାର

ମେଷ: ଆଜି ଦିନଟି ଆପଣଙ୍କର ଭଲରେ କଟିବ ନାହିଁ। କର୍ମକ୍ଷେତ୍ରରେ ଅଶାନ୍ତି ଦେଖାଯିବ। ଦିନଟି ଧାଁଦୌଡ଼ରେ କଟିବ। ପାନମଧୁରୀ ଖାଇ ଘରୁ ବାହାରକୁ ଯାଆନ୍ତୁ। ବୃଷ: ଆଜି ଦିନଟି ଅତ୍ୟନ୍ତ ଶୁଭଦାୟକ। ଧନପ୍ରାପ୍ତି ଯୋଗ ରହିଛି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଅଟକି ରହିଥିବା କାମ ଆଜି ସଂପନ୍ନ ହୋଇପାରେ। ମିଥୁନ: ପରିବାର ସଦସ୍ୟଙ୍କ ସହ ଦିନଟି ଖୁସିରେ କଟିବେ। କୌଣସି ନୂଆ ସୁଯୋଗ ମିଳିପାରେ। ନିଜ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବିବାହ ଯୋଗ୍ୟ ଯୁବକ ଯୁବତୀଙ୍କ […]

zodaic

zodaic

Rakesh Mallick
  • Published: Wednesday, 08 November 2017
  • Updated: 08 November 2017, 08:16 AM IST

Sports

Latest News

ମେଷ: ଆଜି ଦିନଟି ଆପଣଙ୍କର ଭଲରେ କଟିବ ନାହିଁ। କର୍ମକ୍ଷେତ୍ରରେ ଅଶାନ୍ତି ଦେଖାଯିବ। ଦିନଟି ଧାଁଦୌଡ଼ରେ କଟିବ। ପାନମଧୁରୀ ଖାଇ ଘରୁ ବାହାରକୁ ଯାଆନ୍ତୁ।

ବୃଷ: ଆଜି ଦିନଟି ଅତ୍ୟନ୍ତ ଶୁଭଦାୟକ। ଧନପ୍ରାପ୍ତି ଯୋଗ ରହିଛି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଅଟକି ରହିଥିବା କାମ ଆଜି ସଂପନ୍ନ ହୋଇପାରେ।

ମିଥୁନ: ପରିବାର ସଦସ୍ୟଙ୍କ ସହ ଦିନଟି ଖୁସିରେ କଟିବେ। କୌଣସି ନୂଆ ସୁଯୋଗ ମିଳିପାରେ। ନିଜ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବିବାହ ଯୋଗ୍ୟ ଯୁବକ ଯୁବତୀଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ।

କର୍କଟ: ଆଜି ଦିନଟି ଆପଣଙ୍କର ଭଲରେ କଟିବ। ସ୍ୱାସ୍ଥ୍ୟ ଭଲ ରହିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଆଜି କେହି ଆପଣଙ୍କୁ ଉପହାର ଦେଇପାରନ୍ତି।

ସିଂହ: କର୍ମକ୍ଷେତ୍ରରେ ଅଶାନ୍ତି ଦେଖାଯିବ। ପରିବାର ସଦସ୍ୟଙ୍କ ସହ କୌଣସି କଥାକୁ ନେଇ ଝଗଡ଼ା ହୋଇପାରେ। ସବୁଜ ରଙ୍ଗର ଫଳ ଦାନ କରନ୍ତୁ।

କନ୍ୟା: ସ୍ୱାସ୍ଥ୍ୟ ଭଲ ରହିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। କର୍ମକ୍ଷେତ୍ରରେ ସୁଧାର ଆସିବ। ମାନ-ସମ୍ମାନ ମିଳିବ।

ତୁଳା: ଚାକିରି କ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ। କ୍ୟାରିୟରରେ ସଫଳତା ମିଳିବ। ଧନପ୍ରାପ୍ତିର ଯୋଗ ରହିଛି। ଅଟକି ରହିଥିବା କାମ ଆଜି ହୋଇପାରେ।

ବିଚ୍ଛା: ବ୍ୟବସାୟରେ ଭଲ ଲାଭ ହେବ। ପାରିବାରିକ ସମସ୍ୟା ଦୂର ହେବ। ହଠାତ୍‌ ଧନପ୍ରାପ୍ତିର ଯୋଗ ରହିଛି। ସ୍ଥାନ ପରିବର୍ତ୍ତନର ଯୋଗ ରହିଛି।

ଧନୁ: ଆଜି ଦିନଟି କାର୍ଯ୍ୟବ୍ୟସ୍ତରେ କଟିବ। କୌଣସି ବଡ଼ ଦାୟିତ୍ୱ ନେଇପାରନ୍ତି। ପରିବାର ସଦସ୍ୟଙ୍କ ସହ କୌଣସି କଥାକୁ ନେଇ ଝଗଡ଼ା ହୋଇପାରେ।

ମକର: ଚାକିରି କ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ। ଅଫିସରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଝଗଡ଼ା ହୋଇପାରେ। ଖର୍ଚ୍ଚାନ୍ତ ହୋଇପାରନ୍ତି।

କୁମ୍ଭ: କୌଣସି ବଡ଼ ସୁଯୋଗ ମିଳିପାରେ। ମାନସମ୍ମାନ ମିଳିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ମହିଳାମାନେ ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ମୀନ: ବ୍ୟବସାୟରେ ଲାଭ ହେବ। ପରିବାରର ସଦସ୍ୟଙ୍କ ଦିନଟି ଖୁସିରେ କାଟିବେ। ଧନପ୍ରାପ୍ତିର ଯୋଗ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story