୯ ଏପ୍ରିଲ,ସୋମବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତି ଆଜି ଭଗବାନ ଶିବଙ୍କୁ ପୂଜା କରିବେ

ମେଷ: ସୁସ୍ଥ ଅନୁଭବ କରିବେ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ଧନପ୍ରାପ୍ତିର ଯୋଗ ରହିଛି। ବୃଷ: ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ହଠାତ୍ ଧନପ୍ରାପ୍ତିର ଯୋଗ ରହିଛି। ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ମିଥୁନ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଖର୍ଚ୍ଚ ବଢ଼ିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। କର୍କଟ: ବ୍ୟବସାୟକୁ ନେଇ ବ୍ୟସ୍ତ ରହିବେ। ଦାୟିତ୍ୱ ବଢ଼ିବ। ଧନପ୍ରାପ୍ତିର ଯୋଗ ରହିଛି। ସିଂହ: ଚାକିରିରେ ପରିବର୍ତ୍ତନ କରିପାରନ୍ତି। ବିବାହ ସ୍ଥିର […]

Rasiphala-1-840x440-1-768x402-1-1-1-1-1-2-2-1-1-840x440-1

Rasiphala-1-840x440-1-768x402-1-1-1-1-1-2-2-1-1-840x440-1

Rakesh Mallick
  • Published: Monday, 09 April 2018
  • Updated: 09 April 2018, 07:38 AM IST

Sports

Latest News

ମେଷ: ସୁସ୍ଥ ଅନୁଭବ କରିବେ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ଧନପ୍ରାପ୍ତିର ଯୋଗ ରହିଛି।

ବୃଷ: ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ହଠାତ୍ ଧନପ୍ରାପ୍ତିର ଯୋଗ ରହିଛି। ପରିବାରରେ ହସ ଓ ଖୁସିର ବାତାବରଣ ରହିବ।

ମିଥୁନ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଖର୍ଚ୍ଚ ବଢ଼ିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

କର୍କଟ: ବ୍ୟବସାୟକୁ ନେଇ ବ୍ୟସ୍ତ ରହିବେ। ଦାୟିତ୍ୱ ବଢ଼ିବ। ଧନପ୍ରାପ୍ତିର ଯୋଗ ରହିଛି।

ସିଂହ: ଚାକିରିରେ ପରିବର୍ତ୍ତନ କରିପାରନ୍ତି। ବିବାହ ସ୍ଥିର ହୋଇପାରେ। ସନ୍ଧ୍ୟାରେ ଶୁଭ ଖବର ଶୁଣି ପାରନ୍ତି।

କନ୍ୟା: ଆର୍ଥିକ ସ୍ଥିତି ଭଲ ରହିବ। କ୍ୟାରିୟରକୁ ନେଇ ଲାଗି ରହିଥିବା ସମସ୍ୟାର ସମାଧାନ ହେବ।

ତୁଳା: ନୂତନ କାମ ଆରମ୍ଭ କରନ୍ତୁ ନାହିଁ। ପରିବାରରେ ବାଦ-ବିବାଦ ଦେଖା ଦେଇପାରେ। ମିଶ୍ରି ଖାଇ ଘରୁ ବାହାରନ୍ତୁ।

ବିଚ୍ଛା: ବ୍ୟସ୍ତତା ଭିତରେ ଦିନଟି କଟିବ।  ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଛୋଟ ଯାତ୍ରା କରିପାରନ୍ତି।

ଧନୁ:  କାର୍ଯ୍ୟ କ୍ଷେତ୍ରରେ ବ୍ୟସ୍ତ ରହିବେ। ଆର୍ଥିକ ସ୍ଥିତି ମଜଭୁତ ରହିବ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ।

ମକର: ଧନପ୍ରାପ୍ତିର ଯୋଗ ରହିଛି। ଘରେ ମାଙ୍ଗଳିକ କାର୍ଯ୍ୟ କରିପାରନ୍ତି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

କୁମ୍ଭ: ଖର୍ଚ୍ଚ ବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଭଗବାନ ଶିବଙ୍କୁ ପୂଜା କରନ୍ତୁ।

ମୀନ:  ପିଲାଙ୍କୁ ନେଇ ରହିଥିବା ଚିନ୍ତା ଦୂର ହେବ। ଘର ପାଇଁ କିଛି ନୂତନ ଜିନିଷ କିଣି ପାରନ୍ତି। କାର୍ଯ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos