ଆଜି ଶିଶୁ ଦିବସ

jabaharalala

ଭୁବନେଶ୍ୱର: ଆଜି ନଭେମ୍ବର ୧୪ ତାରିଖ, ଶିଶୁ ଦିବସ। ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମଦିନ। ଏଥିପାଇଁ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପାଳିତ ହେଉଛି ଶିଶୁ ଦିବସ। ନେହେରୁ ଶିଶୁମାନଙ୍କୁ ବହୁତ ଭଲ ପାଉଥିଲେ। ସେଥିପାଇଁ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ଭାବେ ପାଳନ କରାଯାଏ। ଏହି ଅବସରରେ ଆଜି ରାଜ୍ୟ ତଥା ସାରା ଦେଶର ବିଭିନ୍ନ ଶିକ୍ଷାନୁଷ୍ଠାନ ଗୁଡ଼ିକରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଛି।

 

Previous ArticleNext Article

Send this to a friend