ଡିସେମ୍ବର ୧ରୁ ବିଧାନସଭା ଶୀତ ଅଧିବେଶନ

assembly

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୧ ତାରିଖରୁ ବିଧାନସଭା ଶୀତ ଅଧିବେଶନ ଆରମ୍ଭ ହେବ। ଏହା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଧିବେଶନରେ ୨୪ଟି କାର୍ଯ୍ୟ ଦିବସ ରହିଛି। ଡିସେମ୍ବର ୧ ତାରିଖରେ ଗୃହରେ ସପ୍ଲିମେଣ୍ଟାରୀ ବଜେଟ୍‌ ଆସିବ।

ରାଜ୍ୟପାଳଙ୍କ ଅନୁମୋଦନ ପରେ ବିଧିବଦ୍ଧ ଭାବେ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

Previous ArticleNext Article

Send this to a friend