ପୁଣି ଘୁଞ୍ଚିଲା ଗୁରୁପ୍ରିୟା ସେତୁର ଡେଡଲାଇନ୍

<p>ମାଲକାନଗିରି(ଓଡ଼ିଶା ରିପୋର୍ଟର): ପୁଣି ଘୁଞ୍ଚିଛି ଗୁରୁପ୍ରିୟା ସେତୁର ଡେଡଲାଇନ୍। ବାଲିମେଳା ଜଳଭଣ୍ଡାରରେ ପାଣି କମି ଯିବାରୁ ବ୍ରିଜ୍ ନିର୍ମାଣ ଡିଜାଇନରେ କିଛିଟା ପରିବର୍ତ୍ତନ କରାଯାଇଛି। ଏଥିପାଇଁ ନିର୍ମାଣ କାମ ଶେଷ ହେବାକୁ ଆଉ କିଛି ସମୟ ଲାଗିବ ବୋଲି ସୂଚନା ଦେଇଛନ୍ତି ପ୍ରକଳ୍ପର ନିର୍ବାହୀ ଯନ୍ତ୍ରୀ ଡିଜାଇନ ଏନ.ସି. ପଲ।</p> <p>ଏହା ପୂର୍ବରୁ ଗୁରୁପ୍ରିୟା ସେତୁ ନିର୍ମାଣ ଶେଷ କରିବା ସମୟକୁ ଚତୁର୍ଥ ଥର ବଢ଼ାଯାଇଥିଲା। ଏଥରକୁ ମିଶାଇ ପଞ୍ଚମ ଥର ପାଇଁ ଗୁରୁପ୍ରିୟା ସେତୁର ଡେଡଲାଇନ ବୃଦ୍ଧି କରାଯାଇଛି।</p>

Ordigital Desk
  • Published: Tuesday, 13 March 2018
  • Updated: 13 March 2018, 09:18 AM IST

Sports

Latest News

<p>ମାଲକାନଗିରି(ଓଡ଼ିଶା ରିପୋର୍ଟର): ପୁଣି ଘୁଞ୍ଚିଛି ଗୁରୁପ୍ରିୟା ସେତୁର ଡେଡଲାଇନ୍। ବାଲିମେଳା ଜଳଭଣ୍ଡାରରେ ପାଣି କମି ଯିବାରୁ ବ୍ରିଜ୍ ନିର୍ମାଣ ଡିଜାଇନରେ କିଛିଟା ପରିବର୍ତ୍ତନ କରାଯାଇଛି। ଏଥିପାଇଁ ନିର୍ମାଣ କାମ ଶେଷ ହେବାକୁ ଆଉ କିଛି ସମୟ ଲାଗିବ ବୋଲି ସୂଚନା ଦେଇଛନ୍ତି ପ୍ରକଳ୍ପର ନିର୍ବାହୀ ଯନ୍ତ୍ରୀ ଡିଜାଇନ ଏନ.ସି. ପଲ।</p><p>ଏହା ପୂର୍ବରୁ ଗୁରୁପ୍ରିୟା ସେତୁ ନିର୍ମାଣ ଶେଷ କରିବା ସମୟକୁ ଚତୁର୍ଥ ଥର ବଢ଼ାଯାଇଥିଲା। ଏଥରକୁ ମିଶାଇ ପଞ୍ଚମ ଥର ପାଇଁ ଗୁରୁପ୍ରିୟା ସେତୁର ଡେଡଲାଇନ ବୃଦ୍ଧି କରାଯାଇଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos