୧୫ ଜୁନ୍‌, ଶୁକ୍ରବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତି ଆଜି ଦହି ଖାଇ ଘରୁ ବାହାରିଲେ ଭଲ

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଲାଗି ରହିଥିବା ସମସ୍ୟାର ସମାଧାନ ହେବ।

ବୃଷ:ବ୍ୟସ୍ତତା ଭିତରେ ଦିନଟି କଟିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି। ଉପହାର ମିଳିପାରେ।

ମିଥୁନ:ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ। ଆର୍ଥିକ ସ୍ଥିତି ଭଲ ରହିବ।

କର୍କଟ: କାର୍ଯ୍ୟକ୍ଷେତ୍ରରେ ଦାୟିତ୍ୱ ବଢ଼ିବ। ଚିନ୍ତିତ ରହିବେ। ଦହି ଖାଇ ଘରୁ ବାହାରନ୍ତୁ।

ସିଂହ: ବୁଲିବାକୁ ଯାଇ ପାରନ୍ତି। ଦାୟିତ୍ୱ ବଢ଼ିବ। ଅସୁସ୍ଥ ଅନୁଭବ କରିବେ।

କନ୍ୟା: କାର୍ଯ୍ୟ କ୍ଷେତ୍ରରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: କ୍ୟାରିଅର୍‌ରେ ପରିବର୍ତ୍ତନ କରିପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି। ପରିବାରକୁ ସମୟ ଦିଅନ୍ତୁ।

ବିଚ୍ଛା: କାର୍ଯ୍ୟରେ ବାଧା ଆସିପାରେ। ସ୍ୱାସ୍ଥ୍ୟକୁ ନେଇ ଅବହେଳା କରନ୍ତୁ ନାହିଁ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ଧନୁ: ପରିବାରରେ ବିଶୃଙ୍ଖଳା ଦେଖାଦେଇ ପାରେ। ବୁଝିସୁଝି ନିଷ୍ପତ୍ତି ନିଅନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ମକର: ବ୍ୟସ୍ତତା ଭିତରେ ଦିନଟି କଟିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ସମ୍ପତ୍ତିକୁ ନେଇ ଲାଗି ରହିଥିବା ସମସ୍ୟାର  ସମାଧାନ ହେବ।

କୁମ୍ଭ: ମନ ଭଲ ରହିବ। ଉପହାର ମିଳିପାରେ। ମାନ-ସମ୍ମାନ ମିଳିବ। କାମରୁ ପ୍ରଶଂସା ମିଳିବ।

ମୀନ: ପରିବାରରେ ବାଦ-ବିବାଦ ଦେଖାଦେଇପାରେ। ଖର୍ଚ୍ଚ ବଢ଼ିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

Previous ArticleNext Article

Send this to a friend