ରାଜଧାନୀରେ ଯୁବତୀଙ୍କୁ ହତ୍ୟା: ଗଳାକାଟି ହତ୍ୟା କରାଯାଇଥିବା ସନ୍ଦେହ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଯୁବତୀଙ୍କୁ ହତ୍ୟା। ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ କାନନବିହାରରେ ଏକ ଘରୁ ଯୁବତୀଙ୍କ କ୍ଷତାକ୍ତ ମୃତଦେହ ଆଜି ସକାଳେ ଉଦ୍ଧାର କରାଯାଇଛି। ଯୁବତୀଙ୍କ ବେକରେ କଟାଦାଗ ରହିଥିବାରୁ ତାଙ୍କୁ ଗଳାକାଟି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଯୁବତୀ ଜଣଙ୍କ ଏକ ଘରୋଇ ହସ୍ପିଟାଲ୍‌ରେ କାମ କରୁଥିଲେ। ତାଙ୍କ ଘର ଜଗତସିଂହପୁର ଜିଲ୍ଲା ଏରସମା ଅଞ୍ଚଳରେ ବୋଲି ଜଣାପଡ଼ିଛି। କେଉଁ ପରିସ୍ଥିତିରେ ଏବଂ କିଏ ତାଙ୍କୁ ହତ୍ୟା କରିଛି ତାହା ଜଣାପଡ଼ି ନାହିଁ। ପୋଲିସ୍ ଘଟଣାସ୍ଥଳରେ […]

Rakesh Mallick
  • Published: Tuesday, 26 September 2017
  • Updated: 26 September 2017, 05:42 AM IST

Sports

Latest News

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଯୁବତୀଙ୍କୁ ହତ୍ୟା। ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ କାନନବିହାରରେ ଏକ ଘରୁ ଯୁବତୀଙ୍କ କ୍ଷତାକ୍ତ ମୃତଦେହ ଆଜି ସକାଳେ ଉଦ୍ଧାର କରାଯାଇଛି। ଯୁବତୀଙ୍କ ବେକରେ କଟାଦାଗ ରହିଥିବାରୁ ତାଙ୍କୁ ଗଳାକାଟି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଯୁବତୀ ଜଣଙ୍କ ଏକ ଘରୋଇ ହସ୍ପିଟାଲ୍‌ରେ କାମ କରୁଥିଲେ। ତାଙ୍କ ଘର ଜଗତସିଂହପୁର ଜିଲ୍ଲା ଏରସମା ଅଞ୍ଚଳରେ ବୋଲି ଜଣାପଡ଼ିଛି। କେଉଁ ପରିସ୍ଥିତିରେ ଏବଂ କିଏ ତାଙ୍କୁ ହତ୍ୟା କରିଛି ତାହା ଜଣାପଡ଼ି ନାହିଁ। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story