ଗୋରୁ ବୋଝେଇ ପିକଅପ୍‌ ଭ୍ୟାନକୁ ଧକ୍କା ଦେଲା ଟ୍ରକ୍, ୨ ମୃତ, ୨ ଗୁରୁତର

aciident

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୪୯ ନିକଟ ଦେବର୍ତ୍ତାପଶିଠାରେ ଆଜି ଏକ ଟ୍ରକ  ଗୋରୁ ବୋଝେଇ ପିକଅପ୍‌ ଭ୍ୟାନକୁ ଧକ୍କା ଦେବାଫଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।  ଏହି ଦୁର୍ଘଟଣାରେ ୪ ଟି ଗୋରୁ ମଧ୍ୟ ପ୍ରାଣ ହରାଇଛନ୍ତି।

 

Previous ArticleNext Article

Send this to a friend