ଦେଶୀ ବ୍ୟଞ୍ଜନ ଚିକେନ୍‌ ତଡ଼କା

ଆବଶ୍ୟକ ସାମଗ୍ରୀ: ଚିକେନ୍‌, ମସୁର ଡାଲି, ଗୋଟା ମୁଗ, ବୁଟ ଡାଲି, ପିଆଜ, ରସୁଣ, ଅଦା, ଲଙ୍କା, ଡାଲଚିନି, ଗୁଜୁରାତି, ତେଜପତ୍ର, ତେଲ, ଟମାଟୋ ଓ ଧନିଆ ପତ୍ର। ପ୍ରସ୍ତୁତି ପ୍ରଣାଳୀ: କିଛି ସମୟ ମସୁର ଡାଲି, ବୁଟ ଡାଲି ଓ ମୁଗକୁ ଭିଜାଇ ରଖନ୍ତୁ। ତା’ପରେ ଭିଜା ମୁଗ, ମସୁର ଡାଲି ଓ ବୁଟ ଡାଲିକୁ ଅଳ୍ପ ସିଝାଇ ଦିଅନ୍ତୁ। ଏହାପରେ ପରେ କଡ଼େଇରେ ତେଲ ଗରମ କରି ସେଥିରେ ପିଆଜ ରସୁଣ, ଅଦା ଓ […]

Chiken-Tadka

Chiken-Tadka

Rakesh Mallick
  • Published: Tuesday, 01 May 2018
  • Updated: 01 May 2018, 01:18 PM IST

Sports

Latest News

ଆବଶ୍ୟକ ସାମଗ୍ରୀ: ଚିକେନ୍‌, ମସୁର ଡାଲି, ଗୋଟା ମୁଗ, ବୁଟ ଡାଲି, ପିଆଜ, ରସୁଣ, ଅଦା, ଲଙ୍କା, ଡାଲଚିନି, ଗୁଜୁରାତି, ତେଜପତ୍ର, ତେଲ, ଟମାଟୋ ଓ ଧନିଆ ପତ୍ର।

ପ୍ରସ୍ତୁତି ପ୍ରଣାଳୀ: କିଛି ସମୟ ମସୁର ଡାଲି, ବୁଟ ଡାଲି ଓ ମୁଗକୁ ଭିଜାଇ ରଖନ୍ତୁ। ତା’ପରେ ଭିଜା ମୁଗ, ମସୁର ଡାଲି ଓ ବୁଟ ଡାଲିକୁ ଅଳ୍ପ ସିଝାଇ ଦିଅନ୍ତୁ। ଏହାପରେ ପରେ କଡ଼େଇରେ ତେଲ ଗରମ କରି ସେଥିରେ ପିଆଜ ରସୁଣ, ଅଦା ଓ ଲଙ୍କା ବଟା ପକାନ୍ତୁ। ମସଲା ବାଦାମୀ ରଙ୍ଗ ହୋଇଆସିବା ପରେ କଟା ଟମାଟୋ ପକାନ୍ତୁ। ଅଳ୍ପ ସମୟ ପରେ ସେଥିରେ ଚିକେନ୍‌, ହଳଦୀ ଓ ଲୁଣ ପକାଇ କଷନ୍ତୁ। କଷି ହୋଇଯିବା ପରେ ପାଣି ସହିତ ସିଝା ହୋଇଥିବା ମସୁର, ମୁଗ ଓ ବୁଟ ଡାଲି ପକାନ୍ତୁ। ମାଂସ ସିଝିଯିବା ପରେ  ସେଥିରେ ଡାଲଚିନି ଓ ଗୁଜୁରାତି ଗୁଣ୍ଡ ପକାନ୍ତୁ। ଏହା ପରେ  ମାଂସ ଓ ଡାଲିକୁ ବଘାରି ଦିଅନ୍ତୁ। ବଘାରିବା ପାଇଁ ପ୍ୟାନ୍‌ରେ ତେଲ ଗରମ କରି ସେଥିରେ କଟା ପିଆଜ ଓ ଛୋଟ ଛୋଟ କଟା ଯାଇଥିବା କଞ୍ଚା ଲଙ୍କା ପକାନ୍ତୁ। ବଘାରି ସାରିବା ପରେ ଥିରେ  କଟା ଧନିଆ ପତ୍ର ପକାଇ ଚୁଲିରୁ ଓହ୍ଲାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଗରମ ଗରମ ଚିକେନ୍‌ ତଡ଼କା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story