୨୬ ମେ’ଶନିବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ମନସ୍କାମନା ପୂରଣ ହେବ

ମେଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ବୃଷ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଅସୁସ୍ଥ ଅନୁଭବ କରିବେ। ଅଯଥା କଥା ହୁଅନ୍ତୁ ନାହିଁ। ମିଥୁନ: ଶୁଭ ଖବର ମିଳିପାରେ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଆର୍ଥିକ ସ୍ଥିତି ଭଲ ରହିବ। କର୍କଟ: ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ବିବାହକୁ ନେଇ ସମସ୍ୟା ଦେଖାଦେଇପାରେ। କ୍ୟାରିୟର୍‌ରେ ପରିବର୍ତ୍ତନ କରିପାରନ୍ତି। ସିଂହ: ସୁସ୍ଥ ରହିବେ। ମନସ୍କାମନା ପୂରଣ ହେବ। […]

Rasiphala-image-840x440-1-2

Rasiphala-image-840x440-1-2

Rakesh Mallick
  • Published: Saturday, 26 May 2018
  • Updated: 26 May 2018, 07:15 AM IST

Sports

Latest News

ମେଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ବୃଷ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଅସୁସ୍ଥ ଅନୁଭବ କରିବେ। ଅଯଥା କଥା ହୁଅନ୍ତୁ ନାହିଁ।

ମିଥୁନ: ଶୁଭ ଖବର ମିଳିପାରେ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଆର୍ଥିକ ସ୍ଥିତି ଭଲ ରହିବ।

କର୍କଟ: ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ବିବାହକୁ ନେଇ ସମସ୍ୟା ଦେଖାଦେଇପାରେ। କ୍ୟାରିୟର୍‌ରେ ପରିବର୍ତ୍ତନ କରିପାରନ୍ତି।

ସିଂହ: ସୁସ୍ଥ ରହିବେ। ମନସ୍କାମନା ପୂରଣ ହେବ। ପିଲାଙ୍କୁ ନେଇ ଚିନ୍ତିତ ରହିବେ।

କନ୍ୟା: ଚାକିରିରେ ପରିର୍ତ୍ତନର ଯୋଗ ରହିଛି। ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

ତୁଳା: ଧନପ୍ରାପ୍ତିର ଯୋଗ ରହିଛି। ପରିବାରରେ ଅଶାନ୍ତି ଦେଖାଦେଇପାରେ। ମାନ-ସମ୍ମାନ ମିଳିବ।

ବିଚ୍ଛା: ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ସୁସ୍ଥ ରହିବେ।

ଧନୁ: ପେଟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ହଠାତ୍ ଧନପ୍ରାପ୍ତିର ଯୋଗ ରହିଛି।

ମକର: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କୌଣିସି ବ୍ୟକ୍ତିଙ୍କୁ କଥା ଦିଅନ୍ତୁ ନାହିଁ। ଆର୍ଥିକ ସ୍ଥିତି ଭଲ ରହିବ।

କୁମ୍ଭ: ଠିକ୍ ଭାବ ଦିୟିତ୍ୱ ନିଭାନ୍ତୁ। ଅନାବଶ୍ୟକ ଚିନ୍ତା କରନ୍ତୁ ନାହିଁ। ବନ୍ଧୁଙ୍କ ଠାରୁ ସହଯୋଗ ମିଳିବ।

ମୀନ: ଖାଦ୍ୟ-ପାନୀୟ ଉପରେ ଧ୍ୟାନ ରଖନ୍ତୁ। ଅସୁସ୍ଥ ଅନୁଭବ କରିବେ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story