୨୭ ମେ’ରବିବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତି ଆଜି ହନୁମାନଙ୍କୁ ପୂଜା କରିବେ

ମେଷ: ଅସୁସ୍ଥ ଅନୁଭବ କରିବେ। ଖର୍ଚ୍ଚ ବଢ଼ିବ। ଭଗବାନ ହନୁମାନଙ୍କୁ ପୂଜା କରନ୍ତୁ।

ବୃଷ:ପିଲାମାନଙ୍କ ଉନ୍ନତିରେ ଖୁସି ଅନୁଭବ କରିବେ। ହଠାତ୍ ଧନପ୍ରାପ୍ତିର ଯୋଗ ରହିଛି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

କର୍କଟ:  ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ସୁସ୍ଥ ରହିବେ।

ସିଂହ: ଅଳସୁଆ ଅନୁଭବ କରିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ପିଲାଙ୍କୁ ସମୟ ଦିଅନ୍ତୁ।

କନ୍ୟା: ଆର୍ଥିକ ସ୍ଥିତି ଭଲ ରହିବ। ଉପହାର ମିଳିବ। ମାନ-ସମ୍ମାନ ମିଳିବ। କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରନ୍ତୁ ନାହିଁ।

ତୁଳା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଯାତ୍ରା କରନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା: ପୁରୁଣା ଇଚ୍ଛା ପୂରଣ ହେବ। ଯାନବାହନ କିଣିପାରନ୍ତି। ଅଯଥା ଯୁକ୍ତି କରନ୍ତୁ ନାହିଁ।

ଧନୁ:କ୍ୟାରିୟର୍‌ରେ ସଫଳତା ମିଳିବ। ପିଲାମାନେ ପାଠପଢ଼ାରେ ଉନ୍ନତି କରିବେ। ଜୀବନସାଥୀଙ୍କ ସହଯୋଗ ମିଳିବ।

ମକର: ଚାକିରିରେ ପରିବର୍ତ୍ତନ କରିପାରନ୍ତି। ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

କୁମ୍ଭ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବିବାହକୁ ନେଇ ସମସ୍ୟା ଦେଇପାରେ। କ୍ୟାରିୟରରେ ଉନ୍ନତି କରିବେ।

ମୀନ: ସୁସ୍ଥ ରହିବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ମନସ୍କାମନା ପୂରଣ ହେବ।

Previous ArticleNext Article

Send this to a friend