ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ନୟାଗଡ଼: ନୟାଗଡ଼ ଗୋଳଗୋଳା ନିକଟରେ ଏହି ସ୍କୁଲ ବସ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡିବାରୁ ୧୦ ଜଣ ଛାତ୍ର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ସମସ୍ତ ଛାତ୍ରଙ୍କୁ ଉଦ୍ଧାର କରିଥିଲେ। ପରେ ଆହତ ଛାତ୍ରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।