ଓଲଟି ପଡ଼ିଲା ସ୍କୁଲ ବସ୍‌, ୧୦ ଛାତ୍ର ଆହତ

ନୟାଗଡ଼: ନୟାଗଡ଼ ଗୋଳଗୋଳା ନିକଟରେ ଏହି ସ୍କୁଲ ବସ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡିବାରୁ ୧୦ ଜଣ ଛାତ୍ର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ସମସ୍ତ ଛାତ୍ରଙ୍କୁ ଉଦ୍ଧାର କରିଥିଲେ। ପରେ ଆହତ ଛାତ୍ରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Previous ArticleNext Article

Send this to a friend