୭ ମେ’ସୋମବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତି ଆଜି ବିଦେଶ ଯାତ୍ରା କରିପାରନ୍ତି

ମେଷ: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ବୃଷ: ବିବାହ ସ୍ଥିର ହୋଇପାରେ। ଖର୍ଚ୍ଚ ବଢ଼ିବ। ବ୍ୟବସାୟରେ ଲାଭବାନ ହେବେ।

ମିଥୁନ: କାର୍ଯ୍ୟରେ ଅବହେଳା କରନ୍ତୁ ନାହିଁ। ମାନ-ସମ୍ମାନ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କର୍କଟ: ଜୀବନସାଥୀଙ୍କ ସହ ମତାନ୍ତର ହୋଇପାରେ। ଧନପ୍ରାପ୍ତିର ଯୋଗ ରହିଛି। ଯାନବାହନ କିଣିପାରନ୍ତି।

ସିଂହ: ପିଲାଙ୍କ ସଫଳତାରେ ଖୁସି ଅନୁଭବ କରିବେ। ସୁସ୍ଥ ରହିବେ। ଚାକିରିରେ ପରିବର୍ତ୍ତନ କରିପାରନ୍ତି।

କନ୍ୟା: ବାପାଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

ତୁଳା: ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ପ୍ରେମ ସମ୍ପର୍କରେ ସଫଳତା ମିଳିବ। ଘର ପାଇଁ କିଛି ଜିନିଷ କିଣି ପାରନ୍ତି।

ବିଚ୍ଛା: କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଚାକିରିରେ ପରିବର୍ତ୍ତନ କରନ୍ତୁ ନାହିଁ।

ଧନୁ: ପରିବାରରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ। ବ୍ୟବସାୟରେ ସଫଳତା ମିଳିବ। ଲାଗି ରହିଥିବା ସମସ୍ୟାର ସମାଧାନ ହେବ।

ମକର: ସନ୍ତାନ ପ୍ରାପ୍ତିର ଯୋଗ ରହିଛି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଉପହାର ମିଳିବ।

କୁମ୍ଭ: ବିଦେଶକୁ ଯାତ୍ରା କରିବାର ଯୋଗ ରହିଛି।  ଯାନବାହନ ସୁଖ ମିଳିବ। ମକଦ୍ଦମାରେ ସଫଳତା ପାଇବେ।

ମୀନ: ଛାତ୍ରଛାତ୍ରୀମାନେ ସଫଳତା ପାଇବେ। ଆର୍ଥିକ ସ୍ଥିତି ଭଲ ରହିବ। ଜୀବନସାଥୀଙ୍କ ସହ ମତାନ୍ତର ହୋଇପାରେ।

Previous ArticleNext Article

Send this to a friend