ଆଜି ଭୁବନେଶ୍ୱରରେ ସିଙ୍ଗାପୁର ରାଷ୍ଟ୍ରପତି ଥରମାନ୍ ଶନମୁଗରତ୍ନମ ଓ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିସରରେ ବିଭିନ୍ନ କ୍ଷେତ୍ରରେ ୮ଟି ଏମଓୟୁ ସ୍ୱାକ୍ଷରିତ ହୋଇଛି ।
ଗୋଟିଏ ଦିନର ଯଥା କାମ ପାଇଁ ଯଥା ମଜୁରୀ ଶାସକର ଦାବି, ଶାସିତର ମଧ୍ୟ। ଏମିତି ନୁହେଁ ଯେ କେବଳ ଶାସକ ଶ୍ରେଣୀର ମଜୁରୀ ବା ଦରମା ବା ବେତନ ବଢ଼ିବ, କିନ୍ତୁ ଶାସିତ ...
ପିଲାମାନଙ୍କଠାରୁ ଧାର୍ଯ୍ୟ ଫି’ଠାରୁ ଅଧିକ ଅର୍ଥ ଆଦାୟ କରାଯିବା, କଲେଜ ଭିତରେ ଅଧ୍ୟାପକମାନେ ମଦ୍ୟପାନ କରିବା ଓ ହଷ୍ଟେଲ ଛାତ୍ରୀଙ୍କୁ ଯୌନ ଶୋଷଣ କରାଯାଉଥିବାର ଅଭିଯୋଗ ଆସିଛି।
୨୦୧୮ ନଭେମ୍ବର ୫ ତାରିଖରେ ସମ୍ବଲପୁର ଭିଜିଲାନ୍ସ ଥାନାର ଏକ ମାମଲାରେ ସୁନ୍ଦରଗଡ଼ର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ବିଚାରପତି ଆଜି ଶ୍ରୀ ରାଉତଙ୍କୁ ୪ବର୍ଷ ସଶ୍ରମ ଜେଲ୍ ସହ ୫୦ହଜାର ଟଙ୍କା ଜୋରିମାନା ଦଣ୍ଡାଦେଶ ...
ସେବାୟତମାନେ ମହାପ୍ରଭୁଙ୍କ ସେବା କଲା ବେଳେ ଯଦି କୌଣସି ତ୍ରୁଟି ହୋଇଥାଏ, ତା’ହେଲେ ମୃତ୍ୟୁ ପରେ ବୈଷ୍ଣବ ଅଗ୍ନିରେ ସଂସ୍କାର କଲେ ସେମାନଙ୍କୁ ମୁକ୍ତି ମିଳିଯାଏ।
ଗୋଟିଏ ଦିନର ଯଥା କାମ ପାଇଁ ଯଥା ମଜୁରୀ ଶାସକର ଦାବି, ଶାସିତର ମଧ୍ୟ। ଏମିତି ନୁହେଁ ଯେ କେବଳ ଶାସକ ଶ୍ରେଣୀର ମଜୁରୀ ବା ଦରମା ବା ବେତନ ବଢ଼ିବ, କିନ୍ତୁ ଶାସିତ ...
ବିଜେପି ତା’ର ସଙ୍କଳ୍ପ ପତ୍ରରେ ଦିଲ୍ଲୀର ପ୍ରତ୍ୟେକ ମହିଳାଙ୍କୁ ପ୍ରତି ମାସରେ ୨୫୦୦ ଟଙ୍କା ଦେବ ବୋଲି ଘୋଷଣା କରିଛି। ମହିଳା ସମୃଦ୍ଧି ଯୋଜନାରେ ଏହି ଅର୍ଥ ଦିଆଯିବ।
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ ...
କୋହଲି ଓ ପନ୍ତଙ୍କ ବ୍ୟତୀତ ହର୍ଷିତ ରାଣାଙ୍କ ନାଁ ମଧ୍ୟ ଦିଲ୍ଲୀର ସମ୍ଭାବ୍ୟ ଖେଳାଳି ତାଲିକାରେ ରହିଛି।
ନୂଆ ନିୟମ ଅନୁଯାୟୀ, ଟୁର୍ଣ୍ଣାମେଣ୍ଟ ମଧ୍ୟରେ ପତ୍ନୀମାନେ ଖେଳାଳିଙ୍କ ସହିତ ରହି ପାରିବେ ନାହିଁ। ପରିବାରକୁ କେବଳ ଦୁଇ ସପ୍ତାହ ପାଇଁ ରହିବାକୁ ଅନୁମତି ମିଳିବ।
ଅଷ୍ଟ୍ରେଲିଆ ସ୍କ୍ୱାଡକୁ ଫେରିଲେ ଅଧିନାୟକ କମିନ୍ସ ଓ ଜୋଶ ହାଜଲେଉଡ। ବାଭୁମାଙ୍କ ନେତୃତ୍ୱାଧୀନ ଦକ୍ଷିଣ ଆଫ୍ରିକା ଟିମକୁ ନୋର୍କିଆଙ୍କ କମବ୍ୟାକ୍।
ଓଡ଼ିଶା ପାଇଁ ସେ ଜାତୀୟ ସିନିୟର ତୀରନ୍ଦାଜି ଚାମ୍ପିୟନଶିପରେ ଜିତିଛନ୍ତି ସ୍ୱର୍ଣ୍ଣ। ହାତ ଗୋଡ଼ ନଥାଇ ବି ସେ ସ୍ୱର୍ଣ୍ଣିମ ଇତିହାସ ସୃଷ୍ଟି କରିଛନ୍ତି। ଏଥିପାଇଁ ତାଙ୍କୁ ଚାରିଆଡ଼ୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ...
ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ ରୋହିତ ଆଉ କିଛିମାସ ଅଧିନାୟକ ରହିବାକୁ ଚାହୁଁଥିବା ବିସିସିଆଇକୁ ଜଣାଇଛନ୍ତି। ଚାମ୍ପିୟନ୍ସ ଟ୍ରଫି ପରେ ସେ ନିଜ ଅନ୍ତର୍ଜାତୀୟ କ୍ୟାରିୟରରେ ପୂର୍ଣ୍ଣଚ୍ଛେଦ ଟାଣିପାରନ୍ତି।
ଏକାଡେମୀ ଆଓ୍ୱାର୍ଡ ମାର୍ଚ୍ଚ ୨ (ଭାରତରେ ମାର୍ଚ୍ଚ ୩) ତାରିଖରେ ଲସ୍ ଏଞ୍ଜଲିସ୍ ସ୍ଥିତ ଡଲବି ଥିଏଟରରେ ଅନୁଷ୍ଠିତ ହେବ। କିନ୍ତୁ ଏହା ପୂର୍ବରୁ ହେବାକୁ ଥିବା ସମସ୍ତ କାର୍ଯ୍ୟକ୍ରମକୁ ଏବେ ସ୍ଥଗତି ରଖିବାକୁ ...
କଏନ୍ର ହେଡ ପଡ଼ିବା ହେଲା କାଳ। ଯୁବତୀଙ୍କ ତଣ୍ଟି ଚିପି ଦେଲା ଜଣେ ଅଜଣା ଯୁବକ । କଏନର ହେଡ ପଡ଼ିବାରୁ ଦୁଇ ବର୍ଷ ପୂର୍ବେ ଜଣେ ଯୁବତୀଙ୍କୁ ଏପରି ନିର୍ମମ ଭାବେ ...
୬.୯ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ପରେ ସୁନାମୀ ଆଲର୍ଟ ଜାରି କରାଯାଇଛି। ବର୍ତ୍ତମାନ ସୁଦ୍ଧା କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନି।
ପ୍ରସବ ପରେ ଅତ୍ୟଧିକ ରକ୍ତସ୍ରାବ ହୋଇ ମହିଳାଙ୍କର ମୃତ୍ୟୁ ହୋଇଥିଲା। ଚିକିତ୍ସା ଅଧାରୁ ପାଣି ପିଇବାକୁ କହି କେଉଁଆଡ଼େ ପଳାଇଥିଲେ ଦୁଇ ଡାକ୍ତର।
ଭାରତ ସରକାରଙ୍କ ଯାହା ଗାଇଡଲାଇନ୍ ଆସିବ ପାଳନ ହେବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ।
ଡକ୍ଟର ରେବେକ୍କା ପିଣ୍ଟୋ ନଗାଧୋଇବାର ଲାଭ ବିଷୟରେ କରିଥିବା ଦାବିକୁ ନେଇ କୌଣସି ଗବେଷଣାତ୍ମକ ପ୍ରମାଣ ଶେୟାର କରିନାହାନ୍ତି।
ଏହାକୁ ଗରମାଗରମ ରୁଟି, ନାନ କିମ୍ବା ଭାତ ସହ ଖାଇପାରିବେ।
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
ଦାମୀ ଜାଗାରେ ଘର କରିଛନ୍ତି ସୈଫ ଓ କରୀନା। କିନ୍ତୁ ଏହାର ସୁରକ୍ଷାକୁ ନେଇ ଉଠିଛି ପ୍ରଶ୍ନ।
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
ତାଙ୍କୁ ମୁମ୍ବାଇ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।
୭୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇ ସ୍ଥିତ ବାସଭବନରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
ଏମର୍ଜେନ୍ସି ସିନେମାରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଭୂମିକାରେ ରହିଛନ୍ତି। ଏହା ଜାନୁଆରୀ ୧୭ରେ ରିଲିଜ ହେବାକୁ ଯାଉଛି।