ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
ବସ୍ରେ ମୋଟ ୪୫ ଜଣ ଯାତ୍ରୀ ଥିଲେ। ଟ୍ରକ୍କୁ ଧକ୍କା ହେବା ପରେ ବସ୍ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା।
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
ବିଲ୍ଡିଂ ତଳେ ପ୍ରାୟ ୧୫ ଜଣ ଦବି ରହିଥିବା ଆଶଙ୍କା ରହିଛି।
ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟ୍ଟା ସ୍ଥିତ ସତୀଶ ଧାୱନ ସ୍ପେଶ୍ ସେଣ୍ଟରରୁ GSLV ମାର୍କ-୨ ସାଟେଲାଇଟରେ ଏହାକୁ ଲଞ୍ଚ କରିବ ଇସ୍ରୋ।
ଶନିବାର ସନ୍ଧ୍ୟାବେଳେ ଅଲ୍ଲୁ ଅର୍ଜୁନ ସାମ୍ବାଦିକ ସମ୍ମିଳନୀ ଡାକି ତାଙ୍କ ଚରିତ୍ର ସଂହାର କରାଯାଉଛି ବୋଲି ଅଭିଯୋଗ କରିଛନ୍ତି। ସେ କହଛନ୍ତି, ୪ ତାରିଖରେ ସନ୍ଧ୍ୟା ଥିଏଟରରେ ଯାହା ଘଟିଲା ତାହା ଏକ ଦୁର୍ଭାଗ୍ୟଜନକ ...
କୁଏତୀ ବନ୍ଧୁଙ୍କୁ ମଧ୍ୟ ସାଥିରେ ଆଣିବାକୁ ସେଠାକାର ପ୍ରବାସୀ ଭାରତୀୟଙ୍କୁ କହିଛନ୍ତି ମୋଦି। ଏହା ସହିତ ଓଡ଼ିଶା ଆସିଲେ ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ମଧ୍ୟ ନେଇପାରିବେ ବୋଲି ସେ କହିଛନ୍ତି।
ଅର୍ଥ ଓ ଯୋଜନା ସହ ଅଜିତ ପାୱାରଙ୍କୁ ଅତିରିକ୍ତ ଭାବେ ରାଜ୍ୟ ଅବକାରୀ ବିଭାଗ ମଧ୍ୟ ମିଳିଛି।
ପୃଥ୍ୱୀ ଶ’ଙ୍କୁ ମୁମ୍ବାଇ କ୍ରିକେଟ ଆସୋସିଏସନ(ଏମସିଏ) ପୁଣି ଗୋଟିଏ ସୁଯୋଗ ଦେଇଛି।
ଆୟରଙ୍କ ବିସ୍ଫୋରକ ଇନିଂସ ଯୋଗୁ ମୁମ୍ବାଇ ନିର୍ଦ୍ଧାରିତ ୫୦ ଓଭରରେ ୪ ୱିକେଟ ହରାଇ ବିଶାଳ ୩୮୨ ରନ କରିଛି।
ଏବେ ଅଷ୍ଟ୍ରେଲୀୟ ପ୍ରେସ ରବୀନ୍ଦ୍ର ଜାଡେଜାଙ୍କୁ ବିବାଦ ମଧ୍ୟକୁ ଟାଣିଛି। ମେଲବର୍ଣ୍ଣ ଷ୍ଟାଡିୟମରେ ଜାଡେଜା ଜାଣିଶୁଣି ବିଭିନ୍ନ ପ୍ରଶ୍ନର ଉତ୍ତର ଇଂରାଜୀରେ ଦେବାକୁ ମନା କରି ଦେଇଥିବା ଅଷ୍ଟ୍ରେଲିଆର ଗଣମାଧ୍ୟମ ଦାବି କରିଛି।
ରବିନ୍ ଉଥାପ୍ପା କର୍ମଚାରୀଙ୍କ ପ୍ରାୟ ୨୪ ଲକ୍ଷ ଟଙ୍କା ହଡ଼ପ କରି ନେଇଥିବା ଅଭିଯୋଗ ହୋଇଛି।
ସୟଦ ମୁସ୍ତାକ ଅଲୀ ଟ୍ରଫି ବେଳେ ପୃଥ୍ୱୀ ଅଭ୍ୟାସ ନ କରି କେମିତି ଏକାକୀ ରାତିରେ ବାହାରେ ରହୁଥିଲେ ଓ ସକାଳ ୬ଟାରେ ହୋଟେଲକୁ ଫେରୁଥିଲେ, ସେକଥା ମଧ୍ୟ ଅଧିକାରୀ ଜଣଙ୍କ କହିଛନ୍ତି।
କୁଏତ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଭୟଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି। ଦୁଇଟି ଗ୍ରନ୍ଥରେ ଜୟ ଶ୍ରୀରାମ ଓ ଜୟ ଶ୍ରୀକ୍ରିଷ୍ଣା ଲେଖିବା ସହ ସ୍ୱାକ୍ଷର ଦେଇଛନ୍ତି ମୋଦି।
ବସ୍ରେ ମୋଟ ୪୫ ଜଣ ଯାତ୍ରୀ ଥିଲେ। ଟ୍ରକ୍କୁ ଧକ୍କା ହେବା ପରେ ବସ୍ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା।
୪୩ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ କୁଏତ ଗସ୍ତ କରିଛନ୍ତି। କୋଭିଡ ମହାମାରୀ ସମୟରେ କୁଏତ ଯୋଗାଇଥିବା ଅକ୍ସିଜେନ ପାଇଁ ଦେଲେ ଧନ୍ୟବାଦ।
କାଜାନର ତିନୋଟି ବଡ଼ ବିଲ୍ଡିଂକୁ ଟାର୍ଗେଟ୍ କରି ଡ୍ରୋନ୍ ଆକ୍ରମଣ କରିଛି ୟୁକ୍ରେନ୍। ଏଥିରେ ବର୍ତ୍ତମାନ ସୁଦ୍ଧା ୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ଖ୍ରୀଷ୍ଟମାସ ସପିଂ ପାଇଁ ମାର୍କେଟରେ ଲୋକ ଗହଳି ଥିବା ବେଳେ ଆଖି ପିଛୁଳାକେ ମାଡ଼ି ଆସିଲା କାର୍ । ଦେଖୁ ଦେଖୁ କାର୍ଟି ପ୍ରାୟ ୭୦ରୁ ଅଧିକ ଲୋକଙ୍କ ଉପରେ ମାଡ଼ିଗଲା।
ଛେନା ଝିଲିକୁ ତିଆରି କରି ନିଜେ ଖାଆନ୍ତୁ, ପରିବାର ଲୋକଙ୍କୁ ଖୁଆନ୍ତୁ।
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
କିରଣ ରାଓଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ୯୭ତମ ଏକାଡେମୀ ପୁରସ୍କାରରେ ଭାରତର ପ୍ରତିନିଧିତ୍ୱ କରିବାକୁ ମନୋନୀତ ହୋଇଥିଲା। ମାତ୍ର ଏବେ ଏହା ଓସ୍କାର ରେସ୍ରୁ ବାହାରି ଯାଇଥିବା ବେଳେ ଭାରତୀୟ ସିନେ ପ୍ରେମୀଙ୍କୁ ...
ପୁଷ୍ପା-୨ ଫିଲ୍ମର ସ୍କ୍ରିନିଂ ଅବସରରେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଦଳଚକଟାରେ ୩୯ ବର୍ଷୀୟା ମହିଳା ଅଣନିଃଶ୍ୱାସୀ ହୋଇ ମୃତ୍ୟୁ ଘଟିଥିଲା। ତାଙ୍କର ଆଠ ବର୍ଷର ପୁଅ ମଧ୍ୟ ଗୁରୁତର ହୋଇପଡ଼ିଥିଲେ।
ମହୁଲଟିକ୍ରା ପଡିଆରେ ଖେଳୁଥିଲା ଗୌରୀ ଗଣନାଟ୍ୟ। ପ୍ରଥମ ତିନି ରାତି ଜବରଦସ୍ତ ନାଟକ ପରିବେଷଣ କରାଯାଇଲା। ଯାତ୍ରା ପ୍ରେମୀଙ୍କର ଖଚାଖଚ୍ ଭିଡ ଜମିଥିଲା।
ତଳ କୋର୍ଟ ଅଲ୍ଲୁ ଅର୍ଜୁନଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିବା ବେଳେ ହାଇକୋର୍ଟ ଦେଇଛନ୍ତି ବଡ଼ ଆଶ୍ୱସ୍ତି।
ନାମପଲ୍ଲୀ କୋର୍ଟ ତେଲୁଗୁ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛି।