ରାସ୍ତାକଡ଼କୁ ଭାରସାମ୍ୟ ହରାଇ ଓଲଟିଲା ଗୋରୁ ବୋଝେଇ କଣ୍ଟେନର। ଦୁର୍ଘଟଣାରେ ୨୦ରୁ ଅଧିକ ଗୋରୁଙ୍କର ମୃତ୍ୟୁ ଘଟିଛି। ବୁର୍ଡ଼l - ସୋନପୁର ରାସ୍ତାର ବିଶିମୁଣ୍ଡା ଛକରେ ଏହି ଦୁର୍ଘଟଣା ଘଟିଛି।
ଆଜି ସକାଳେ ପଶ୍ଚିମବଙ୍ଗ ନମ୍ବର ଥିବା ଏକ କଣ୍ଟେନରରେ ଶତାଧିକ ଗୋରୁ ଚାଲାଣ ହେଉଥିଲେ। ବିଶିମୁଣ୍ଡା ଛକରେ ଗୋରୁ ବୋଝେଇ କଣ୍ଟେନରଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଅନେକ ଗୋରୁ ଗାଡ଼ି ତଳେ ଚାପି ହୋଇ ଯାଇଥିବାବେଳେ ୨୦ରୁ ଅଧିକ ଗୋରୁଙ୍କର ମୃତ୍ୟୁ ଘଟିଛି। ସୋନପୁର ପୁର ପୁଲିସ ଓ ସ୍ଥାନୀୟ ଲୋକେ ଗୋରୁଙ୍କୁ ଉଦ୍ଧାର କରିଥିଲେ।
Also Read
ଦୁର୍ଘଟଣା ପରେ କଣ୍ଟେନର ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।