Advertisment

ଅଜବ ! ଘରେ ଆପେ ଆପେ ଲାଗୁଛି ନିଆଁ

ହଠାତ୍‌ ମାଡ଼ି ଯାଉଛି ନିଆଁ, କେତେବେଳେ ଛାତ ଉପରେ ତ କେତେବେଳେ ଜଳି ଯାଉଛି ଲୁଗାପଟା ସହ ଆସବାବପତ୍ର ।

author-image
Manoj Swain

ହଠାତ୍‌ ମାଡ଼ି ଯାଉଛି ନିଆଁ, କେତେବେଳେ ଛାତ ଉପରେ ତ କେତେବେଳେ ଜଳି ଯାଉଛି ଲୁଗାପଟା ସହ ଆସବାବପତ୍ର । ଦେଖୁ ଦେଖୁ ଚାରିଆଡ଼େ ବ୍ୟାପି ଯାଉଛି  ନିଆଁ । ଏଭଳି ଅଘଟଣକୁ ନେଇ ଯାଜପୁର ବ୍ଲକ ବାସୁଦେବପୁର ପଞ୍ଚାୟତ ଗୋବିନ୍ଦପୁର ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି ।

Advertisment
Odisha Jajpur Fire Accident