ବାଶ୍ବାସ ନହେଲେ ବି ସତ ଯେତେ ଲିଭାଇଲେ ଏ ଘରୁ ଲିଭୁନି | Odisha Reporter
Advertisment
ହଠାତ୍ ମାଡ଼ି ଯାଉଛି ନିଆଁ, କେତେବେଳେ ଛାତ ଉପରେ ତ କେତେବେଳେ ଜଳି ଯାଉଛି ଲୁଗାପଟା ସହ ଆସବାବପତ୍ର । ଦେଖୁ ଦେଖୁ ଚାରିଆଡ଼େ ବ୍ୟାପି ଯାଉଛି ନିଆଁ । ଏଭଳି ଅଘଟଣକୁ ନେଇ ଯାଜପୁର ବ୍ଲକ ବାସୁଦେବପୁର ପଞ୍ଚାୟତ ଗୋବିନ୍ଦପୁର ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us