ବାଲେଶ୍ବର ଜିଲ୍ଲା ବାହାନଗା ଠାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାକୁ ଆଜି ବର୍ଷେ ପୂରିଛି । ଗତବର୍ଷ ଠିକ୍ ଆଜିର ଦିନରେ ବାହାନଗାରେ ଘଟିଥିଲା ଭୟଙ୍କର ଟ୍ରିପିଲ ଟ୍ରେନ୍ ଦୁର୍ଘଟଣା । ବାହାନଗାରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣା ସାରା ବିଶ୍ୱରେ ଚହଳ ପକାଇଥିଲା । ସେହିଦିନର ସେହି କାଳ ରାତିକୁ ଏବେବି ଭୁଲି ପାରିନାହାଁନ୍ତି ବାହାନଗାବାସୀ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

National
କୋଠାରେ ଲାଗିଲା ନିଆଁ: ୮ ଶିଶୁଙ୍କ ସମେତ ୧୭ ଜୀବନ୍ତ ଦଗ୍ଧ
ଆଜି ସକାଳ ସାଢ଼େ ୫ଟାରୁ ୬ଟା ମଧ୍ୟରେ ଏହି କୋଠାରେ ନିଆଁ ଲାଗିଥିଲା। ଏହି କୋଠାରେ ଉଭୟ ଦୋକାନ ଓ ଆବାସିକ ଘର ରହିଛି।

Accident
ବିଦ୍ୟୁତ୍ ଆଘାତରେ ମା’ ଓ ଶିଶୁପୁତ୍ର ମୃତ
ତିନି ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବାଂଶପାଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
Accident
ଭୋଜି ଖାଇବାକୁ ଯାଉଥିଲେ, ଗାଡ଼ି ଓଲଟି ପଡ଼ିବାରୁ ଚାଲିଗଲା ୨ ଜଣଙ୍କ ଜୀବନ
ଦୁର୍ଘଟଣାଗ୍ରସ୍ତ ଟାଟା ଏସିରେ ୧୦ରୁ ଅଧିକ ଯାତ୍ରୀ ଥିଲେ। ସେମାନେ ବୋରୋସିଙ୍ଗି ଗ୍ରାମକୁ ଏକ ଭୋଜିରେ ଯୋଗ ଦେବାକୁ ଯାଉଥିଲେ।

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।