Advertisment

ଟ୍ରଲରକୁ ପଛରୁ ଧକ୍କା ଦେଲା ବସ୍‌; ୧୦ ଆହତ

ଆଜି ସକାଳେ 'କୁନାଲ' ନାମକ ଘରୋଇ ବସ୍ ସୁନ୍ଦରଗଡ଼ରୁ ଯାତ୍ରୀମାନଙ୍କୁ ନେଇ ଭୁବନେଶ୍ୱର ଅଭିମୁଖେ ଆସୁଥିଲା।

Accident

Accident

Advertisment

ଟ୍ରଲରକୁ ପଛରୁ ଧକ୍କା ଦେଲା ବସ୍‌। ଦୁର୍ଘଟଣାରେ ବସ୍‌ ଡ୍ରାଇଭର ସମେତ ୧୦ ଜଣ ଆହତ ହୋଇଛନ୍ତି। କଟକ ଏନ୍ଏଚ୍ ୧୬ ଭାଣପୁର ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଉଦ୍ଧାର କରାଯାଇ SCB ରେ ଭର୍ତ୍ତି କରାଯାଇଛି।

Advertisment

ଆଜି ସକାଳେ 'କୁନାଲ' ନାମକ ଘରୋଇ ବସ୍ ସୁନ୍ଦରଗଡ଼ରୁ ଯାତ୍ରୀମାନଙ୍କୁ ନେଇ ଭୁବନେଶ୍ୱର ଅଭିମୁଖେ ଆସୁଥିଲା। ଭାଣପୁର ନିକଟରେ ଏକ ଟ୍ରଲରକୁ ପଛରୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ବସ୍‌ ଡ୍ରାଇଭର ସମେତ ୧୦ ଜଣ ଆହତ ହୋଇଛନ୍ତି। ପୁଲିସ ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛି। ଏଥିସହ ବସକୁ ଜବତ କରି ଘଟଣାର ତଦନ୍ତ କରୁଛି।

Cuttack Road Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe