ଇଲେଭେନ୍ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୭ଟି ଗୋରୁଙ୍କର ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲ୍ଲା ଖଇରା ଥାନା ଅନ୍ତର୍ଗତ ବର୍ତ୍ତନା ଗାଁରେ ଏହି ଘଟଣା ଘଟିଛି। ମୃତ ଗୋରୁଙ୍କ ମଧ୍ୟରେ ୩ଟି ଗାଈ, ୨ଟି ବାଛୁରୀ ଓ ୨ଟି ଷଣ୍ଢ ଅଛନ୍ତି।
ବିଲ ଭିତରେ ଇଲେଭେନ୍ କେଭି ବିଦ୍ୟୁତ୍ ତାର ଝୁଲି ରହିଥିଲା। ଗୃହପାଳିତ ପଶୁ ଯିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲେ। ଘଟଣାସ୍ଥଳରେ ସମସ୍ତଙ୍କର ମୃତ୍ୟୁ ଘଟିଥିଲା।
Also Read
ଗୋରୁଙ୍କ ମୃତ୍ୟୁ ପରେ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।ବିଦ୍ୟୁତ ବିଭାଗର ଅବହେଳା ଯୋଗୁ ଏପରି ଅଘଟଣ ଘଟିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।