ରାଜ୍ୟରେ ବଢ଼ିବାରେ ଲାଗିଛି ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା। ରାଉରକେଲା RGHରେ ଚିକିତ୍ସାଧୀନ ଅବସ୍ଥାରେ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲା ଡାକ୍ତରଖାନାରେ ୪ ଜଣଙ୍କର ଜୀବନ ଯାଇଛି। ବର୍ତ୍ତମାନ ସୁଦ୍ଧା ରାଉରକେଲା RGHରେ ୨୩ ଜଣଙ୍କର ଚିକିତ୍ସା ଚାଲିଥିବା ବେଳେଗୁରୁତର ଅନ୍ୟ ୧୦ଜଣଙ୍କୁ ଏକ ଘରୋଇ ହସପିଟାକୁ ସ୍ଥାନାନ୍ତର କରାଯାଇଥିବା ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣି କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।