୨ ବାଇକ୍‌ ମୁହାଁମୁହିଁ ଧକ୍କା: ଦୁଇ ମୃତ, ଜଣେ ଗୁରୁତର

ଦୁଇ ବାଇକ ଚାଳକଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଅବସ୍ଥାରେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି ହୋଇଛନ୍ତି।

Road accident PhotoOR

ଦୁର୍ଘଟଣା ହୋଥିବା ବାଇକ

Biswajit Samal
  • Published: Thursday, 11 January 2024
  • Updated: 11 January 2024, 04:40 PM IST

Sports

Latest News

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ପୂର୍ତ୍ତ ବିଭାଗ ରାସ୍ତାର ଆଲୁଅଝରଣ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦୁଇ ବାଇକ୍‌ ଚାଳକଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଅବସ୍ଥାରେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି ହୋଇଛନ୍ତି। 

ମୃତକ ଦ୍ୱୟ ହେଲେ ଆଘିରାଗୋଡ଼ା ଗ୍ରାମର ଶିବରାମ ବେହେରା ଓ ନୂଆ ମହୁଲି ଗ୍ରାମର ସାଗର ସାହୁ। ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ବ୍ୟକ୍ତିଙ୍କ ନାଁ କାହ୍ନା ସାହୁ।

Also Read

ଶିବରାମ ବେହେରା ବାଇକରେ କାମାକ୍ଷାନଗରରୁ ନିଜ ଘରକୁ ଫେରୁଥିଲେ। ସେହି ସମୟରେ ବିପରୀତ ଦିଗରୁ ଅନ୍ୟ ଏକ ବାଇକ୍‌ରେ ସାଗର ସାହୁ ଓ କାହ୍ନା ସାହୁ ଆସୁଥିଲେ। ଆଲୁଅଝରଣ ଠାରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ଦୁଇ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। କାମାକ୍ଷାନଗର ଥାନା ପୁଲିସ୍ ଘଟଣାର ତଦନ୍ତ କରୁଛି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story