Down
ପୋଖରୀରେ ବୁଡ଼ି ଚାଲିଗଲା ୨ ସଂପର୍କୀୟ ଭାଇଙ୍କ ଜୀବନ। ଏପରି ଦୁଃଖଦ ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ଏକତାଳି ଗାଁରେ। ଜଣଙ୍କ ବୟସ ୭ବର୍ଷ ହୋଇଥିବା ବେଳେ ଅନ୍ୟ ଜଣଙ୍କୁ ୮ବର୍ଷ ହୋଇଥିଲା ବୋଲି ଜଣାଯାଇଛି।
ଆଜି ବଡ଼ ଓଷା ଥିବାରୁ ମନ୍ଦିର ଯିବା ପାଇଁ ୨ ସଂପର୍କୀୟ ଭାଇ ଗାଁ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ଅସାବଧାନ କାରଣରୁ ଉଭୟଙ୍କ ଗୋଡ଼ ଖସି ଯାଇଥିଲା। ଉଭୟ ପାଣିରେ ବୁଡ଼ି ଯାଇଥିଲେ।
ବିଳମ୍ବିତ ସମୟ ପର୍ଯ୍ୟନ୍ତ ଭଭୟ ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ, ହେଲେ ପାଇ ନଥିଲେ। ପରେ ଉଭୟଙ୍କୁ ଗାଁ ପୋଖରୀରୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ଉଭୟଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Down_1731566600.jpg)