ସୋନପୁର - ସମ୍ବଲପୁର ରାସ୍ତାର ମେଟାକାନି ଛକରେ ଆଜି ଭୋରରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ଏକ ବାଇକ୍ ଏକ ଗଛରେ ପିଟି ହେବାରୁ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକଦ୍ୱୟ ହେଲେ ଉଲୁଣ୍ଡା ଥାନା ଢେଳେଇ ଗାଁର କାହ୍ନା ମିଶ୍ର ଏବଂ ଅନ୍ୟ ଜଣେ ହେଲେ ଆଇଁଲାଛାଟ ଗାଁର ଶୁଶାନ୍ତ ସାହୁ l
l ଉଭୟ ଯୁବକ ଏକ ବାଇକରେ ଆଜି ଭୋରରୁ ଘରକୁ ଫେରୁଥିଲେ। ମାତ୍ର ଭୋର ପ୍ରାୟ ୪ଟା ବେଳେ ମେଟାକାନି ଛକରେ ଭାରସାମ୍ୟ ହରାଇ ଗାଡ଼ିଟି ରାସ୍ତା କଡ଼ରେ ଥିବା ଏକ ଗଛରେ ପିଟି ହୋଇ ଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଯାଇଥିବା ଜଣାପଡିଛି l
Also Read
ଖବର ପାଇ ଉଲୁଣ୍ଡା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶଵ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି । ମୃତକଙ୍କ ପରିବାର ମେଡିକାଲରେ ପହଞ୍ଚିବା ପରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।