ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ

ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

Accident PhotoOR

ଦୁର୍ଘଟଣାଗ୍ରସ୍ତ ବାଇକ୍

Tapaswini Nayak
  • Published: Sunday, 22 December 2024
  • Updated: 22 December 2024, 10:48 AM IST

Sports

Latest News

ନବରଙ୍ଗପୁର ସହର ଚାଉଁରିଆଗୁଡ଼ାରେ ଥିବା ଏକ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଛି।

ମୃତକ ଦ୍ୱୟ ହେଲେ ଅମିତ ବାଘ ଓ ତ୍ରିଲୋଚନ ଯାନୀ। ଅମିତଙ୍କ ଘର ନନ୍ଦାହାଣ୍ଡି ବ୍ଲକ ବଡ଼ ଡାଇଭଟ୍ଟାଗ୍ରାମର ହୋଇଥିବା ବେଳେ ତ୍ରିଲୋଚନଙ୍କ ଘର ନବରଙ୍ଗପୁର ସହରରେ ହୋଇଥିବା ସୂଚନା ମିଳିଛି।

Also Read

ତ୍ରିଲୋଚନ ଏକ ଢ଼ାବାରେ କାମ କରନ୍ତି। ଗତକାଲି ସେ କାମ ସାରି ସ୍କୁଟିରେ ଘରକୁ ଫେରୁଥିଲେ। ଅମିତ ଖ୍ରୀଷ୍ଟ ମାସପର୍ବ ସକାଶେ ସାମଗ୍ରୀ କିଣି ବାଇକରେ ବଡ଼ଡାଇ ଭଟ୍ଟାସ୍ଥିତ ନିଜ ଘରକୁ ଫେରୁଥିଲେ। ଏହି ସମୟରେ ଚାଉଁରିଆଗୁଡ଼ା ନିକଟରେ ବାଇକ୍ ଓ ସ୍କୁଟି ମୁହାଁମୁହିଁ ଧକ୍କା ହୋଇଥିଲା। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।

ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story