୨ ଯୁବକଙ୍କ ଉପରେ ମାଡ଼ିଗଲା ଅଜଣା ଗାଡ଼ି। | ବଲାଙ୍ଗିର ଜିଲ୍ଲା ସମ୍ବଲପୁର ଜାତୀୟ ରାଜପଥ୨୬ର ମାଧିଆପାଲି ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁଇ ମୃତ ଯୁବକଙ୍କୁ ପରିଚୟ ଜଣାପଡ଼ିନାହିଁ।
ଆଜି ସକାଳେ ୨ ଯୁବକଙ୍କ ମୃତଦେହ ରାସ୍ତାରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବରକୁ ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତଦେହ ନିକଟରେ ପଡ଼ିଥିବା ବାଇକ୍କୁ ଜବତ କରି କରିଛି।
Also Read
ଦୁଇ ଯୁବକ ବାଇକ୍ରେ ଯାଉଥିବା ବେଳେ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇ ପଳାଇ ଯାଇଥିବା ସନ୍ଦେହ କରାଯାଉଛି। ପୁଲିସ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଏମିତି ଆସେ ମୃତ୍ୟୁ; ବାଲିଯାତ୍ରା ବୁଲିଲା ବେଳେ ଟଳିପଡ଼ିଲେ ଯୁବକ
ଗତକାଲି ପ୍ରମୋଦ ନିଜର ୪ ସାଙ୍ଗ ମାନଙ୍କ ସହ ବାଲିଯାତ୍ରା ଆସିଥିଲେ।
Accident
ଭୟାବହ ଅଗ୍ନିକାଣ୍ଡ; ଜଳିଗଲା ପ୍ଲାଷ୍ଟିକ୍ ସ୍କ୍ରାପ୍ ଗୋଦାମ
ସର୍ଟ ସର୍କିଟରୁ ଏହି ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।
Accident
ରୋଲରକୁ ପିଟିଲା ବସ୍, ୧୫ ଆହତ
ଆଜି ସକାଳେ ବସ୍ଟି ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଆନନ୍ଦପୁରରୁ ଭଦ୍ରକ ଅଭିମୁଖେ ଆସୁଥିଲା