ଭାରସାମ୍ୟ ହରାଇ ରାସ୍ତକଡ଼କୁ ଖସି ଏକ ଗଛରେ ପିଟି ହେଲା ବସ୍। ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲେ ୨୫ ଜଣ ଯାତ୍ରୀ। ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଅନ୍ତର୍ଗତ ନିକଟ ଜଡ଼ିଦା ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି।
ଆଜି ସକାଳେ ନୀଳମାଧବ ନାମକ ଏକ ବସ୍ ଯାତ୍ରୀମାନଙ୍କୁ ନେଇ ଉଦଳାରୁ ଠାକୁରମୁଣ୍ଡା ଅଭିମୁଖେ ଯାଉଥିଲା। ଜଡ଼ିଦା ଛକ ନିକଟରେ ବସ୍ଟି ରାସ୍ତାକଡ଼କୁ ଖସିଯାଇ ଏକ ଗଛରେ ପିଟି ହୋଇଯାଇଥିଲା।
Also Read
ଦୁର୍ଘଟଣାରେ କେହି ମୃତାହତ ହୋଇ ନଥିଲେ। ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ। ପରେ ଯାତ୍ରୀମାନେ ଅନ୍ୟ ଏକ ବସ୍ରେ ନିଜ ନିଜର ଗନ୍ତବ୍ୟସ୍ଥଳକୁ ଯାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।