ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଲକ ଅନ୍ତର୍ଗତ କମର୍ଦ୍ଦା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ନିକଟରେ ଆଜି ସକାଳେ ସଡ଼କ ଦୁର୍ଘଟଣା ଘଟିଛି। ଏକ ବ୍ୟାଟେରି ଚାଳିତ ଅଟୋକୁ ସ୍କର୍ପିଓ ପଛପଟୁ ଧକ୍କା ଦେବାରୁ ଚାଳକ ସହ ଜଣେ ମହିଳା ମଧ୍ୟ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅଟୋ ଚାଳକ ହିଂମାଶୁ ଦାସଙ୍କ ଅବସ୍ଥା ଗୁରୁତର ରହିଛି।
ଆଜି ସକାଳେ ଅଟୋଟି ଜଣେ ମହିଳା ଯାତ୍ରୀଙ୍କୁ ଧରି କମର୍ଦ୍ଦା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଭିମୁଖେ ଆସୁଥିଲା। ଏହି ସମୟରେ ଏକ ସ୍କର୍ପିଓ ଦ୍ରୁତ ଗତିରେ ଆସି ଅଟୋକୁ ପଛରୁ ଦେଖାଦେଇଥିଲା। ଦୁର୍ଘଟଣାରେ ଅଟୋ ଚାଳକ ଓ ମହିଳା ଆହତ ହୋଇଥିଲେ।
Also Read
ପୁଲିସ ଓ ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରି କମର୍ଦ୍ଦା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପୁଲିସ ଗାଡ଼ିକୁ ଜବତ କରିବା ସହ ସ୍କର୍ପିଓ ଚାଳକକୁ ଅଟକ ରଖିଛି ଓ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।