Advertisment

ନକ୍ସଲଙ୍କ ଆଇଡି ବିସ୍ଫୋରଣ; ୨ ଯବାନ ଗୁରୁତର

ଗୁରୁତର ୨ ଯବାନଙ୍କୁ ରାୟପୁର ଏୟାରଲିଫ୍ଟ କରାଯାଇଛି।

ଅଦ୍ୟତନ ହୋଇଛି
Blast

Blast

Advertisment

ମାଲକାନଗିରି ଜିଲ୍ଲା ଛତିଶଗଡ଼ର ସୁକମାରେ ନକ୍ସଲଙ୍କ ଆଇଡି ବିସ୍ଫୋରଣରେ ୨ ଯବାନ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ରାୟପୁର ସ୍ଥାନାନ୍ତର କରାଯାଇଛି।

Advertisment

ଆଜି ସକାଳେ ଡ଼ାମବାମ CRPF କ୍ୟାମ୍ପରୁ କୋବ୍ରା ଯବାନମାନେ ସର୍ଚ୍ଚ ଅପରେସନରେ ଯାଇଥିଲେ। ସାଲାତୋଙ୍ଗ ଜଙ୍ଗଲରେ ନକ୍ସଲ ଯବାନମାନଙ୍କୁ ଟାର୍ଗେଟ୍ କରି ଆଇଡି ବିସ୍ଫୋରଣ କରିଥିଲେ। ବିସ୍ଫୋରଣରେ ୨ ଯବାନ ଆହତ ହୋଇଥିଲେ। ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ହେଲିକପ୍ଟର ସାହାଯ୍ୟରେ ରାୟପୁର ସ୍ଥାନାନ୍ତର କରାଯାଇଛି।

ଆଇଡି ବିସ୍ଫୋରଣ ପରେ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି।

Malkangiri IED Blast
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe